ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ

ପୁରୀ,୭ା୧୧: ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍‌ କ୍ୟାମେରା ନେଇ ଜଣେ ଶ୍ରଦ୍ଧାଳୁ ପ୍ରବେଶ କରିଛନ୍ତି। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଧରିଛନ୍ତି ଜେଟିପି। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ…

ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ହେବାପରେ ଆସିଲା ଶେଖ ହସିନାଙ୍କ ପ୍ରତିକ୍ରିୟା: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗରେ ବିଜେପିର ନବନିର୍ବାଚିତ ବିଧାୟକ ଦଳର ଏକ ବୈଠକ ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର…

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା…

ଅନାଲୋ ସଜନୀ

ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri