ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କ ଉପରେ ଇସିଜି ଏବଂ ଇକୋକାର୍ଡିଓଗ୍ରାମ ସମେତ ଅନେକ ପରୀକ୍ଷା କରିଥିଲେ।

ରିପୋର୍ଟ ଅନୁଯାୟୀ, ରେହମାନଙ୍କ ଉପରେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ କଡ଼ା ନଜର ରଖିଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଅଧିକ ଅପ୍‌ଡେଟ୍‌ ଅପେକ୍ଷା କରାଯାଇଛି। ତେବେ ସେ ନିକଟରେ ବିଦେଶରୁ ଫେରୁଥିବା ସମୟରେ ବେକରେ ଯନ୍ତ୍ରଣା ଅନୁଭବ କରୁଥିଲେ। ଏହାପରେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା।

 

View this post on Instagram

 

A post shared by ARR (@arrahman)

ତେବେ ଭାରତୀୟ ତଥା ବିଶ୍ୱ ସଂଗୀତଜଗତରେ ନିଜର ସ୍ବତନ୍ତ୍ର ଅବଦାନ ପାଇଁ ଜଣାଶୁଣା ରେହମାନଙ୍କ ପ୍ରଶଂସକ ସାରା ବିଶ୍ୱରେ ଅଛନ୍ତି। ଏବେ ତାଙ୍କର ଅପ୍ରତ୍ୟାଶିତ ହସ୍ପିଟାଲରେ ଭର୍ତ୍ତି ହେବା ଖବର ପ୍ରଶଂସକଙ୍କୁ ଗଭୀର ଭାବେ ମର୍ମାହତ କରିଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri