ଶାହାରୁଖଙ୍କୁ ‘ଅଙ୍କଲ୍‌’ ଡାକିଲେ ଅମ୍ବାନୀଙ୍କ ଭାବି ବୋହୂ, ଭାଇରାଲ ହେଉଛି Video

ବମ୍ବେ: ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖଙ୍କ କ୍ରେଜ୍‌ ଆଜି ବି ରହିଛି। ମହିଳା ପ୍ରଶଂସକମାନେ ତାଙ୍କୁ ଫିଲ୍ମ ପରଦାରେ ଦେଖିବାକୁ ଅପେକ୍ଷା କରି ରହିଥାନ୍ତି। ହେଲେ ଅମ୍ବାନୀଙ୍କ ପ୍ରି-ଓ୍ବେଡିଂରେ ଏକ ଭିନ୍ନ ଘଟଣା ଘଟିଛି। ଭାବି ବୋହୂ ଶାହାରୁଖଙ୍କୁ ‘ଅଙ୍କଲ’ ବୋଲି ଡାକିଥିବା ଦେଖାଯାଇଛି। ଏହାର ଭିଡିଓ ଭାଇରାଲ ହେବା ପରେ ଲୋକେ ତାଙ୍କ ମଜା ଉଡାଉଛନ୍ତି।

ବିଜିନେସ୍‌ ଟାଇକୁନ୍‌ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ପ୍ରି-ଓ୍ବେଡିଂ ଉତ୍ସବରେ ଯୋଗଦେବାକୁ ବଲିଉଡ ତାରକାମାନେ ପହଞ୍ଚିଥିଲେ। ଏଥିରେ ଶାହାରୁଖ-ସଲମାନ-ଆମିର ଗୋଟିଏ ମଞ୍ଚରେ ଏକାଠି ହୋଇ ନାଚିଥିଲେ। ଏହାର ଦୃଶ୍ୟ ପ୍ରଶଂସକଙ୍କ ହୃଦୟ ଜିତିଥିଲା।

ଭାଇରାଲ ଭିଡିଓରେ ଅନନ୍ତ, ରାଧିକା ଏବଂ ଶାହାରୁଖ ଏକାଠି ଛିଡ଼ା ହୋଇଛନ୍ତି। ଏହି ସମୟରେ ରାଧିକା କହୁଛନ୍ତି ‘ଶାହାରୁଖ ଅଙ୍କଲ୍‌ ଆପଣ ଏଠାରେ ଅଛନ୍ତି ତ ଆମେ ଗୋଟିଏ ଡାଏଲଗ୍‌ ଶୁଣିବାକୁ ଚାହୁଁଛୁ। ’ ଏହାର ଜବାବରେ ଶାହାରୁଖ କୁହନ୍ତି, ‘ଯଦି ମୋ’ ସ୍ଥାନରେ ଅକ୍ଷୟ କୁମାର ଥାନ୍ତେ ତେବେ ତୁମେ ତାଙ୍କ ଡାଏଲଗ୍‌ କହିଥାନ୍ତ’।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri