ସମୁଦ୍ର ମଧ୍ୟକୁ ଯାଇ କାନ୍ଦୁଥିଲେ ବଲିଉଡ୍‌ର ସବୁଠୁ ହ୍ୟାଣ୍ଡସମ୍‌ ଅଭିନେତା: ଜାଣନ୍ତୁ କାହିଁକି…

ବଲିଉଡ୍‌ର ସବୁଠାରୁ ହ୍ୟାଣ୍ଡସମ୍‌ ହିରୋ ଶଶି କପୁରଙ୍କ ସ୍ତ୍ରୀ ଜେନିଫର କେଣ୍ଡେଲଙ୍କର ସୋମବାର ଅର୍ଥାତ୍‌ ଆଜି ହେଉଛି ୩୬ତମ ଶ୍ରାଦ୍ଧ ପାର୍ଷିକୀ। ସେପ୍ଟେମ୍ବର ୭, ୧୯୮୪ରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ବି ଶଶି ଆଉ ଆମ ଗହଣରେ ନାହାନ୍ତି। ହେଲେ ଏହି ଦମ୍ପତିଙ୍କର ପ୍ରେମ କାହାଣୀ ଯେତିକି ସୁଖଦ, ତାଠାରୁ ଅଧିକ ଦୁଃଖଦ ଥିଲା।
ଜେନିଫରଙ୍କୁ କ୍ୟାନସର ହୋଇଥିବା ୧୯୮୨ ମସିହାରେ ଜଣାପଡ଼ିଥିଲା। ଏହାପରେ ଶଶି ମୁମ୍ବାଇଠାରୁ ଆରମ୍ଭକରି ଲଣ୍ଡନ ପର୍ଯ୍ୟନ୍ତ ସବୁଠାରେ ତାଙ୍କର ଚିକିତ୍ସା କରାଇଥିଲେ। ହେଲେ ସ୍ତ୍ରୀଙ୍କୁ ବଞ୍ଚାଇପାରି ନ ଥିଲେ। ଜେନିଫରଙ୍କ ମୃତ୍ୟୁ ପରେ ଶଶି ସମ୍ପୂର୍ଣ୍ଣ ରୂପେ ଭାଙ୍ଗିପଡ଼ିଥିଲେ। ଏହି ଦୁଃଖରେ ସେ ଗୋଆର ଏକ ଗଭୀର ସମୁଦ୍ରକୁ ଡଙ୍ଗା ସାହାଯ୍ୟରେ ଯାଇ ସେଠାରେ ବହୁତ କାନ୍ଦିଥିଲେ। ଜେନିଫର ଏବଂ ଶଶି ମାତ୍ର ୨୮ ବର୍ଷ ଏକାଠି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri