ସୋସିଆଲ ମିଡିଆରେ ଖୋଲା ଅଫର୍‌ ଦେଲେ ସଲମାନ୍‌ ଖାନ୍‌, ଜାଣନ୍ତୁ କାହାକୁ…

ବମ୍ବେ: ସୋସିଆଲ ମିଡିଆରେ ଖୋଲା ଅଫର୍‌ ଦେଲେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌। ଆପଣ ଭାବୁଥିବେ କାହାକୁ। ସେ କୌଣସି ଯୁବତୀ ନୁହନ୍ତି ବରଂ ଜଣେ ନିର୍ଦ୍ଦେଶିକା। ଆମିର ଖାନ୍‌ଙ୍କ ପୂର୍ବତନ ପତ୍ନୀ କିରଣ ରାଓଙ୍କ ସହ ସେ କାମ କରିବାକୁ ଖୋଲାଖୋଲି ଭାବେ ଇଚ୍ଛା ପ୍ରକାଶ କରିଛନ୍ତି।

ନିକଟରେ ସଲମାନ କିରଣଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଲାପତା ଲେଡିଜ୍‌’ ଦେଖିଥିଲେ। ଏହି ଫିଲ୍ମକୁ ଦେଖିବା ପରେ ସଲମାନ ତାଙ୍କର ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଏପରିକି ତାଙ୍କ ସହ କାମ କରିବାକୁ ଚାହାନ୍ତି ବୋଲି କହିଛନ୍ତି।

ସଲମାନ ନିଜର ‘ଏକ୍ସ’ ଆକାଉଣ୍ଟରେ ଲେଖିଛନ୍ତି, କିରଣ ରାଓଙ୍କ ‘ଲାପତା ଲେଡିଜ୍‌’ ଦେଖିଲି। ବାଃ ବାଃ କିରଣ। ମୁଁ ଏବଂ ମୋ ବାପା ବହୁତ ଉପଭୋଗ କଲୁ। ଭଲ କାମ ଏବଂ ଜଣେ ନିର୍ଦ୍ଦେଶକ ଭାବେ ନିଜର ଏଭଳି ଆରମ୍ଭ ଲାଗି ଆପଣଙ୍କୁ ଶୁଭେଚ୍ଛା। କେବେ ମୋ’ ସହ କାମ କରିବେ?


Enter your email to get our daily news in your inbox.

All Right Reserved By Dharitri.Com

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?