ବିରାଟ-ଅନୁଷ୍କାଙ୍କ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି ଏହି ଫଟୋରୁ: ହେଉଛି ଭାଇରାଲ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନଭେମ୍ବର ୫ରେ ନିଜର ଜନ୍ମଦିନ ପାଳନ କରିଥିଲେ। ଏହି ଉତ୍ସବରେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ବର୍ତ୍ତମାନ ଅନୁଷ୍କା ଇନ୍‌ଷ୍ଟାଗ୍ରାମ୍‌ରେ ବିରାଟଙ୍କ ସହ କିଛି ଫଟୋ ଶେୟାରକରି ସ୍ବାମୀଙ୍କୁ ଖାସ୍‌ ଶୈଳୀରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଶେୟାର କରିଥିବା ଏହି ଫଟୋଗୁଡିକୁ ଖୁବ୍‌ ପସନ୍ଦ ମଧ୍ୟ କରାଯାଉଛି।
ପ୍ରଥମ ଫଟୋରେ ଅନୁଷ୍କା ବିରାଟଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳୁଛି। ଦ୍ୱିତୀୟ ଫଟୋରେ ଅନୁଷ୍କା ବିରାଟଙ୍କ ଗାଲରେ ଚୁମ୍ବନ ଦେଉଛନ୍ତି। ଏହି ଫଟୋଗୁଡିକୁ ଦେଖିଲେ ଦମ୍ପତିକ ଜବରଦସ୍ତ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି। ଏହି ଫଟୋ ପୋଷ୍ଟକରି ଅନୁଷ୍କା କ୍ୟାପଶନରେ ହାର୍ଟ ଇମୋଜି ଶେୟାର କରିଛନ୍ତି। ପ୍ରଶଂସକମାନେ ଏହି ଫଟୋରେ କମେଣ୍ଟ ମଧ୍ୟ ଦେଉଛନ୍ତି। ଅନୁଷ୍କାଙ୍କ ଏହି ପୋଷ୍ଟକୁ ୨୬ଲକ୍ଷରୁ ଅଧିକ ଲାଇକ୍‌ ମିଳିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri