ବିରାଟ-ଅନୁଷ୍କାଙ୍କ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି ଏହି ଫଟୋରୁ: ହେଉଛି ଭାଇରାଲ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନଭେମ୍ବର ୫ରେ ନିଜର ଜନ୍ମଦିନ ପାଳନ କରିଥିଲେ। ଏହି ଉତ୍ସବରେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ବର୍ତ୍ତମାନ ଅନୁଷ୍କା ଇନ୍‌ଷ୍ଟାଗ୍ରାମ୍‌ରେ ବିରାଟଙ୍କ ସହ କିଛି ଫଟୋ ଶେୟାରକରି ସ୍ବାମୀଙ୍କୁ ଖାସ୍‌ ଶୈଳୀରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଶେୟାର କରିଥିବା ଏହି ଫଟୋଗୁଡିକୁ ଖୁବ୍‌ ପସନ୍ଦ ମଧ୍ୟ କରାଯାଉଛି।
ପ୍ରଥମ ଫଟୋରେ ଅନୁଷ୍କା ବିରାଟଙ୍କୁ ଆଲିଙ୍ଗନ କରୁଥିବା ଦେଖିବାକୁ ମିଳୁଛି। ଦ୍ୱିତୀୟ ଫଟୋରେ ଅନୁଷ୍କା ବିରାଟଙ୍କ ଗାଲରେ ଚୁମ୍ବନ ଦେଉଛନ୍ତି। ଏହି ଫଟୋଗୁଡିକୁ ଦେଖିଲେ ଦମ୍ପତିକ ଜବରଦସ୍ତ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି। ଏହି ଫଟୋ ପୋଷ୍ଟକରି ଅନୁଷ୍କା କ୍ୟାପଶନରେ ହାର୍ଟ ଇମୋଜି ଶେୟାର କରିଛନ୍ତି। ପ୍ରଶଂସକମାନେ ଏହି ଫଟୋରେ କମେଣ୍ଟ ମଧ୍ୟ ଦେଉଛନ୍ତି। ଅନୁଷ୍କାଙ୍କ ଏହି ପୋଷ୍ଟକୁ ୨୬ଲକ୍ଷରୁ ଅଧିକ ଲାଇକ୍‌ ମିଳିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଭିସା ହର୍ବାଲ କେୟାର ସହ ଯୋଡ଼ି ହେଲେ ରବିନା ଟଣ୍ଡନ

ଚଣ୍ଡିଗଡ,୨୨ା୬: ଦିଭିସା ହର୍ବାଲ କେୟାର ଲିମିଟେଡ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କୁ ନିଜ ଆୟୁର୍ବେଦିକ ଟନିକ ବ୍ରାଣ୍ଡ ‘ସଚ୍ଚି ସହେଲୀ’ ଲାଗି ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ...

ଅଲଗା ହେବେ ଆମିର-ସଞ୍ଜିଦା !

ବମ୍ବେ: ସୋସିଆଲ ମିଡିଆରେ ଅଭିନେତା ତଥା ଅଭିନେତ୍ରୀମାନଙ୍କର ଜୀବନ ଯେତିକି ରଙ୍ଗିନ ନଜର ଆସିଥାଏ, ବାସ୍ତବ ଜୀବନରେ କିନ୍ତୁ ତାହାର ଓଲଟା ଦେଖିବାକୁ ମିଳେ। ସେଭଳି...

ଦୀପିକା ଜଣେ ଭଲ ଅଭିନେତ୍ରୀ: ମାଧୁରୀ

ମୁମ୍ବାଇ: ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଅଭିନୟରେ ଯେମିତି ପାରଙ୍ଗମ ନୃତ୍ୟରେ ବି ସେମିତି ପାରଙ୍ଗମ। ନିକଟରେ କିନ୍ତୁ ମାଧୁରୀ କହିଛନ୍ତି ଏବେ...

ଅର୍ଚ୍ଚିତାଙ୍କ ଘରେ ରଙ୍ଗ ସାଙ୍ଗକୁ ପଖାଳର ମଜାନେଲେ ସବ୍ୟସାଚୀ

ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଓଲିଉଡ୍‌ର ସୁପରହିଟ୍‌ ଯୋଡି ସବ୍ୟସାଚୀ ଓ ଅର୍ଚ୍ଚିତା ଖୁବ୍‌ ଧୁମ୍‌ଧାମ୍‌ର ସହ ହୋଲି ପାଳନ କରିଛନ୍ତି। ବିବାହ ପରେ...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ମାତ୍ର ୧୮ ବର୍ଷ ବୟସରେ ଟେଷ୍ଟ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା ପୃଥ୍ବୀ ଶ’ ଏବେ ଜଣେ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା ହେଉଛି।...

ପୁଣି ବିବାହ ବନ୍ଧନରେ ବାନ୍ଧି ହେବେ ଗାୟିକା

ପୁଣି ବିବାହ ବନ୍ଧନରେ ବାନ୍ଧି ହେବେ ଗାୟିକା କନିକା କପୁର। ଆସନ୍ତା ମେ ମାସରେ କନିକା ଏନଆରଆଇ ବିଜନେସ ମ୍ୟାନ ଗୌତମଙ୍କୁ ବିବାହ କରିବାକୁ ଯାଉଛନ୍ତି।...

ଆଇସିସି ନିକଟରେ ଫେରାଦ ହେଲା ପିସିବି

ମାଞ୍ଚେଷ୍ଟର,୧୬ା୬(ପିଟି): ଭାରତରେ ବିଶ୍ୱକପ୍‌ ପ୍ରସାରଣ କରୁଥିବା ଷ୍ଟାର ସ୍ପୋଟର୍‌ସ ଚ୍ୟାନେଲ ଭାରତ-ପାକିସ୍ତାନ ମ୍ୟାଚ୍‌ ପାଇଁ ଏକ ସ୍ବତନ୍ତ୍ର ବିଜ୍ଞାପନ ପ୍ରସାରଣ କରୁଥିଲା। ଏହାକୁ ବିରୋଧ କରି...

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...

Advertisement
Archives

Model This Week