ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ

କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ଏପରିକି ଟି୨୦ ବିଶ୍ୱକପରେ ବିଜୟ ପରେ ଟିମ ଇଣ୍ଡିଆକୁ ବେଷ୍ଟ ଉଇସେସ ଜଣାଇବା ଆରମ୍ଭ ହୋଇଯାଇଛି। ଏପରିକି ଗଣମାଧ୍ୟମରେ କୁନି କୁନି ପିଲାମାନେ ମଧ୍ୟ ଟିମ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇ ନିଜ ଖୁସି ବ୍ୟକ୍ତି କରିଛନ୍ତି।

ଏଭଳି ସ୍ଥିତିରେ କୋରାପୁଟ ଜିଲା ସୁନାବେଡ଼ାରୁ ଆସିଛି ଏକ ଖୁସିର ଦୃଶ୍ୟ। ଭାରତ ବିଶ୍ୱକପ୍‌ ବିଜୟ ପରେ ଗାଁର ଯୁବପିଢୀ ଖୁସିରେ ନାଚି ଗାଁ ସାରା ବୁଲିଛନ୍ତି। ଏପରିକି ବାଣ ଫୁଟେଇ ସେଲିବ୍ରେଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସ ଛତିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ...

କହୁ କହୁ କୋହଲିଙ୍କୁ ନେଇ ବଡ଼ କଥା କହିଦେଲେ ଶାମି, ଖବରରେ ଆସିବା ଲାଗି…

ନୂଆଦିଲ୍ଲୀ,୨୦।୭: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲିଙ୍କୁ ନେଇ ପୂର୍ବତନ କ୍ରିକେଟରମାନେ କିଛି ନା କିଛି ପ୍ରତିକ୍ରିୟା ଦେଇଥାନ୍ତି। କେହି କେହି ତାଙ୍କର ପ୍ରଶଂସା କରୁଥିବା...

ଲାଇଭ୍‌ ମ୍ୟାଚ ସମୟରେ ପଡିଆରେ ପଶିଲା କୋକିଶିଆଳୀ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୦।୭: କ୍ରିକେଟ ପଡ଼ିଆରେ ଲାଇଭ ମ୍ୟାଚ ସମୟରେ ଅନେକ ସମୟରେ ଅଜବ ଘଟଣା ଦେଖାଯାଏ । ବେଳେବେଳେ ବିଲେଇ, କୁକୁର, ମାଙ୍କଡ ଏବଂ ସାପ ମଧ୍ୟ...

ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୨୦।୭: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ଶେଷରେ ଟେନିସ ତାରକା ସାନିଆ ମିର୍ଜାଙ୍କ ସହ ତାଙ୍କ ବିବାହ ଖବର ଉପରେ ନୀରବତା...

ଅଧାରେ ରହିବ ପାକିସ୍ତାନର ଆୟୋଜକ ହେବାର ସ୍ବପ୍ନ, ବିସିସିଆଇକୁ ସମର୍ଥନ କଲେ ଏସବୁ ଦେଶ

ନୂଆଦିଲ୍ଲୀ,୨୦।୭: ୨୦୨୫ରେ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ ଲାଗି ପ୍ରସ୍ତୁତି ଚଳାଇଥିବା ପାକିସ୍ତାନ କ୍ରିକେଟ ବୋର୍ଡ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି।...

ଗୁପ୍‌ଚୁପ୍‌ ବିବାହ କଲେ ଏହି ଭାରତୀୟ କ୍ରିକେଟର, ୯ ବର୍ଷର ଅପେକ୍ଷା ପରେ ପ୍ରେମିକା ହେଲେ ଜୀବନସାଥୀ

ନୂଆଦିଲ୍ଲୀ,୨୦।୭: ଭାରତୀୟ ଅଲରାଉଣ୍ଡର ଦୀପକ ହୁଡାଙ୍କ ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର ଏହି ବ୍ୟାଟ୍ସମ୍ୟାନ୍‌ ଜୁଲାଇ ୧୫ରେ ବିବାହ ବନ୍ଧନରେ...

ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ସାମି, କହିଲେ…

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରେକେଟ୍‌ ଟିମ୍‌ର ଦ୍ରୁତ ବୋଲର ମହମ୍ମଦ ସାମି ଏବଂ ଟେନିସ୍‌ ତାରକା ସାନିଆ ମିର୍ଜାଙ୍କ ବିବାହକୁ ନେଇ ନିକଟରେ ଚର୍ଚ୍ଚା ଜୋର...

ପ୍ରବଳ ବର୍ଷାରେ ଧସିଲା ପାହାଡ଼

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ବଣ୍ଡାଘାଟିରେ ବର୍ଷା ବିତ୍ପାତ  ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ପାହାଡ଼ ଧସିଛି। ଫଳରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri