ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା ପାଇଁ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡ଼ିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅତିରିକ୍ତ ବିଡ଼ିଓ ଉମେଶ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ଅନୁସୂଚିତ ଜାତି ଜନଜାତି ବର୍ଗ ଯୁବତୀଯୁବକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ହାସଲ ନିମନ୍ତେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ସଚେତନତା କରାଯାଇଥିଲା। ଓଡ଼ିଶା ଷ୍ଟାଟଅପ ଏବଂ ଏମଏସଏମଇ ବିକାଶ ନୀତି ସମ୍ପର୍କରେ ଯୁବତୀଯୁବକମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ବିଭିନ୍ନ ଉଦ୍ୟୋଗୀମାନଙ୍କୁ ମାଗଣାରେ ଋଣ ଓ ସବସିଡ଼ି ପ୍ରଦାନ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ବୃନ୍ଦ ଏବଂ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ବୃନ୍ଦ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?