ପରିବେଶ, ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ

ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ମିଶ୍ର କଲ୍ୟାଣ ମଣ୍ଡପ ପରିସରରେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଫେଷ୍ଟିଭାଲରେ ମୁଖ୍ୟତଃ ଜଙ୍ଗଲ ସୁରକ୍ଷା, ଜୈବିକ ପଦ୍ଧତିରେ କୃଷିକାର୍ଯ୍ୟରେ ପରିବେଶର ବିକାଶ, ପ୍ଲାଷ୍ଟିକ ଫ୍ରି, ପ୍ରଦୂଷଣ ବୃଦ୍ଧି ଯୋଗୁ ପରିବେଶ ଉପରେ କିଭଳି ଖରାପ ପ୍ରଭାବ ପକାଉଛି ଏବଂ ଏହାକୁ ରୋକିବା ଦିଗରେ କିଭଳି ପଦକ୍ଷେପ ନେବା ଆବଶ୍ୟକ ସେ ସମ୍ପର୍କରେ ଫିଲ୍ମ ମାଧ୍ୟମରେ ସଚେତନ କରାଯାଇଥିଲା। ଜଙ୍ଗଲ କିଭଳି ଅଧିକରୁ ଅଧିକ ସୃଷ୍ଟି କରାଯିବ ବିଶେଷକରି ଖାଲି ପଡ଼ିଥିବା ଚାଷଜମିରେ ଗଛ ଲଗାଇବା ସହ ପାରମ୍ପରିକ ଚାଷକାର୍ଯ୍ୟ କରାଯିବା ସହ ଜୈବିକ ପଦ୍ଧତିରେ ଚାଷ କରିବା ଦ୍ୱାରା ଜମି ଉନ୍ନତ ରହି। ପରିବେଶ ଓ ସ୍ବାସ୍ଥ୍ୟ ଭଲ ରହିବ ସେ ସମ୍ପର୍କରେ ଫିଲ୍ମ ମାଧ୍ୟମରେ ଅବଗତ କରାଯାଇଥିଲା। ସମସ୍ତ ବିଷୟରେ ଫିଲ୍ମ ପ୍ରଦର୍ଶନ ସହ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ ଲୋକଙ୍କ ଭୂମିକା ସମ୍ପର୍କରେ ଅବଗତ କରାଯାଇଥିଲା।

କାର୍ଯ୍ୟକ୍ରମକୁ ଗ୍ରାମବିକାଶ ଅନୁଷ୍ଠାନର ଜିଲା ପରିଚାଳକ ବିଶ୍ୱଜିତ୍‌ ସାହୁ ପରିଚାଳନା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ସେବିନ ମାଥିୟୁ, ଅରୁଣ ଗୋମାଙ୍ଗ, ଥୋମାସ ସୁନୀଲ, ଜୋଏଲ ଜୋସେ, ବୁଲିଆନ ପ୍ରଧାନ, ଚନ୍ଦ୍ର ସିଂ ମାଝୀ, ଅସ୍ତିନ କୁମାର, ଅକ୍ଷୟ ପରିଚ୍ଛା, ଦିଲୀପ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri