ରାଖୀରେ ପରିବେଶ ସୁରକ୍ଷା

ଭୁବନେଶ୍ୱର,୮।୮(ବ୍ୟୁରୋ): ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ସମସ୍ୟା। ଗଛ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଚାରାରୋପଣକୁ ପ୍ରାଧାନ୍ୟ ଦିଆଯାଉଥିବାବେଳେ ରାଖୀ ସହ ପରିବେଶ କିଭଳି ସନ୍ତୁଳନ ରହିବ, ତାକୁ ନେଇ ବକୁଳ ଫାଉଣ୍ଡେଶନ ପକ୍ଷରୁ ଗ୍ରୀନରାଖୀ କ୍ୟାମ୍ପେନ୍‌ ଆରମ୍ଭ ହୋଇଛି। ପ୍ରତିବର୍ଷ ବିଭିନ୍ନ ପର୍ବରେ ଚାରାରୋପଣ ଓ ପରିବେଶ ସହ ସଂଶ୍ଳିଷ୍ଟ ନିଆରା ଉପାୟରେ ଫାଉଣ୍ଡେଶନ ପକ୍ଷରୁ ଏଭଳି କିଛି ଲୋକଙ୍କୁ ଭେଟି ଦିଆଯାଉଛି। ଭଉଣୀ, ଭାଇର ସମ୍ପର୍କ ନିଆରା। ଏହି ନିଆରା ସମ୍ପର୍କକୁ ମନେପକାଇବା ପାଇଁ ପ୍ରତିବର୍ଷ ରାଖୀ ପାଳନ କରାଯାଇଥାଏ। ଅନେକ ସମୟରେ ଭଉଣୀ ଭାଇଙ୍କ ମଧ୍ୟରେ ଥିବା ତିକ୍ତ ସମ୍ପର୍କକୁ ରାଖୀ ମଧୁର କରିଥାଏ। ଭାଇ ଭଉଣୀଙ୍କ ସମ୍ପର୍କ ସହ ପରିବେଶକୁ ମଧ୍ୟ ଆମେ କିଭଳି ସୁରକ୍ଷିତ ରଖିପାରିବା ତାହା ଫାଉଣ୍ଡେଶନ ପକ୍ଷରୁ ଏହିବର୍ଷର ନିଆରା ଉଦ୍ୟମ। ଫାଉଣ୍ଡେଶନର ପ୍ରତିଷ୍ଠାତା ସୁଜିତ ମହାପାତ୍ର କହିଛନ୍ତି, ରାକ୍ଷୀରୁ ଗଛ ଉଠିବ। ବଜାରରେ ମିଶୁଥିବା ରାଖୀ ମାଟିରେ ଅବକ୍ଷୟ ହୋଇପାରିବ ନାହିଁ। କିନ୍ତୁ ଆମ ପାଖେ ଥିବା ରାଖୀ ବ୍ୟବହାର ପରେ ମାଟିରେ ପୋତିଲେ ଏହା ଅବକ୍ଷୟ ହେବ। ରାକ୍ଷୀରେ ବ୍ୟବହୃତ କଟନ ସୂତାକୁ ମଧ୍ୟପ୍ରଦେଶର ଏକ କାରିଗରି ଦଳ ପ୍ରସ୍ତୁତ କରିଛନ୍ତି। ଏଥିରେ ଥିବା ମଞ୍ଜିରୁ ଗଛ ଉଠିବ। ରାଖୀ ସହ ଥିବା କାର୍ଡରେ ମଧ୍ୟ ମଞ୍ଜି ଅଛି। ସେଥିରେ ରାଖୀ ଦ୍ୱାରା କିଭଳି ଆମେ ପରିବେଶ ସୁରକ୍ଷା କରିପାରିବା ତାହା ଉଲ୍ଲେଖ ରହିଛି। ଏହି ସବୁ ରାଖୀରେ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ଯଥା ତୁଳସୀ, ବାସଙ୍ଗ ସହ ଅନେକ ଫୁଲ , ଫଳ, ସବୁଜ ପରିବାର ମଞ୍ଜି ରଖାଯାଇଛି। ଏହି କାର୍ଡ ଓ ରାଖୀ ସହ ଏକ ଚାରା ମଧ୍ୟ କମ୍ବୋ ରହିଛି। କେହି ଜଣେ କେବଳ ରାଖୀ କିଣିପାରିବ ନାହିଁ ରାକ୍ଷୀ ସହ କୌଣସି ଏକ ଚାରାକୁ ବାଛିବାକୁ ହେବ। ତେବେ ୨୦୦ରୁ ଆରମ୍ଭ ହୋଇ ଏହାର ମୂଲ୍ୟ ୪୦୦ଟଙ୍କା ପର୍ଯ୍ୟନ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?