ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ପଶ୍ଚିମବଙ୍ଗ ବାଙ୍କୁରାର ଅମିତ ମଣ୍ଡଳ ବୋଲି ଜଣାପଡିଛି।

ସେୟାର ଟେଡ୍ରିଂ ନାଁରେ ଅମିତ ଜମାକାରୀଙ୍କ କୋଟି କୋଟି କୋଟି ଟଙ୍କା ଠକେଇ କରିଥିବା ସୂଚନା ମିଳିଛି। ଓଡ଼ିଶାର ୫୦୦ ଏବଂ ପଶ୍ଚିମବଙ୍ଗରେ ୧୦୦ଜଣ ଜମାକାରୀଙ୍କଠାରୁ ପ୍ରାୟ ୧୨୦ କୋଟି ଟଙ୍କା ଟଙ୍କା ଠକେଇ ହୋଇଛି। ଜମାକାରୀଙ୍କ ଅଭିଯୋଗ ମୁତାବକ, EOW ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri