କଟକ,୨୦ା୯: ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। କଟକ ରାଣୀହାଟ ମାଳିସାହିର ବିଜୟ ରାଉତଙ୍କ ଏତଲା ଆଧାରରେ ଦିଲ୍ଲୀପଙ୍କୁ ଗିରଫ କରାଯାଇଛି। ରିୟଲ ଇଷ୍ଟେଟ୍ ବିଜନେସ୍ରେ ସାଢ଼େ ୭ କୋଟି ଫ୍ରଡ୍ ଅଭିଯୋଗରେ ଗିରଫ। ଶନିବାର ଓପିଆଇଡି କୋର୍ଟରେ ଦିଲ୍ଲୀପଙ୍କୁ ହାଜର କରିବ EOW।
କଟକ,୨୦ା୯: ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। କଟକ ରାଣୀହାଟ ମାଳିସାହିର ବିଜୟ ରାଉତଙ୍କ ଏତଲା ଆଧାରରେ ଦିଲ୍ଲୀପଙ୍କୁ ଗିରଫ କରାଯାଇଛି। ରିୟଲ ଇଷ୍ଟେଟ୍ ବିଜନେସ୍ରେ ସାଢ଼େ ୭ କୋଟି ଫ୍ରଡ୍ ଅଭିଯୋଗରେ ଗିରଫ। ଶନିବାର ଓପିଆଇଡି କୋର୍ଟରେ ଦିଲ୍ଲୀପଙ୍କୁ ହାଜର କରିବ EOW।
ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…
ଅହମଦାବାଦ,୭।୩: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍…
ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…
କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…
ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…
ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…
ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…
ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…