ବିଲଡରଙ୍କୁ କୋଟିଏ ଟଙ୍କା-ଦୁଇଟି କାର୍ ଠକେଇ ଅଭିଯୋଗରେ ୱେବ୍ ଖବରଦାତାଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର,୬।୧: ରାଜଧାନୀ ଭୁବନେଶ୍ୱରରେ ଜଣେ ବିଲଡର୍ସଙ୍କୁ ୧ କୋଟି ଟଙ୍କା ଏବଂ ବିଳାସପୁର୍ଣ୍ଣ କାର୍ ଠକେଇ ଅଭିଯୋଗରେ ୱେବ ଖବରଦାତାଙ୍କୁ ଗିରଫ କରିଛି ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ଇଓଡବ୍ଲୁ। କଳିଙ୍ଗ କେସରୀ ରଥ ବ୍ୟକ୍ତି ଖବରଦାତା ସୁରଜିତ ଧଳଙ୍କ ନାମରେ ଅଭିଯୋଗ କରିଛନ୍ତି।

ସୂଚନାନୁସାରେ, ସରକାରୀ ଅନୁମତି ପ୍ରଦାନ ବାହାନା କରି ସୁରଜିତ ରଥଙ୍କଠାରୁ ଟଙ୍କା ମାଗିଥିଲେ। ପରେ ରଥଙ୍କଠାରୁ ସୁରଜିତ ୧ କୋଟି ଟଙ୍କା ଏବଂ ଦୁଇଟି ଦାମୀ କାର ନେଇଥଲେ। କିନ୍ତୁ ପରବର୍ତ୍ତୀ ସମୟରେ ରଥଙ୍କୁ ସରକାରୀ ଅନୁମତି ଦେଇନଥିଲେ, କି ତାଙ୍କୁ ଧରା ଛୁଆଁ ଦେଇ ନ ଥିଲେ।

ଏହାପରେ ଠକାମୀର ଶିକାର ହୋଇଥିବା ହୃଦୟଙ୍ଗମ କରି, ରଥ ଇଓଡବ୍ଲୁ ପାଖରେ ମାମଲା ରୁଜୁ କରିଥିଲେ। ଏଫ୍ଆଇଆରକୁ ଆଧାର କରି ଇଓଡବ୍ଲୁ ଅଧିକାରୀ ସୁରଜିତଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହି ମାମଲାରେ ଇଓଡବ୍ଲୁର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri