ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାରୁଅ ଜମି ଦୁର୍ନୀତି ମାମଲାରେ ‘ଓଟିଭି’ ସିଇଓ ତଥା ଓଡ଼ିଶା ଇନ୍ଫ୍ରାଟେକ୍ ପ୍ରାଇଭେଟ୍ ଲିମିଟେଡ୍ର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ମଙ୍ଗଳବାର କ୍ରାଇମବ୍ରାଞ୍ଚ ମାରାଥନ୍ ଜେରା କରିଛି। ଇଓଡବ୍ଲ୍ୟୁର ତଦନ୍ତକାରୀ ଟିମ୍ ଦିନତମାମ ତାଙ୍କୁ ଜେରା କରିଥିଲା। ପୂର୍ବାହ୍ନ ୧୦ଟାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ କାର୍ଯ୍ୟାଳୟରେ ନିହାର ହାଜର ହୋଇଥିଲେ। ସେ ଆଣିଥିବା ଜମି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରାଯିବା ସହ ନାନା ପ୍ରଶ୍ନ ପଚରାଯାଇଥିଲା। ଇଓଡବ୍ଲ୍ୟୁରେ ହାଜର୍ ପାଇଁ ପୂର୍ବରୁ ୨ ଥର ନୋଟିସ୍ କରାଯାଇଥିଲା। କିନ୍ତୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଇ ନିହାର ଏଡ଼ାଇ ଯାଇଥିଲେ। ସୋମବାର କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ତାଙ୍କୁ ତୃତୀୟ ଥର ପାଇଁ ନୋଟିସ ପଠାଯାଇଥିଲା। ନିହାରଙ୍କୁ ହାଇକୋର୍ଟ ୧୯ ତାରିଖ ଯାଏ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି।
ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ
ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….
ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…
ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,
ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…
ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…
‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା
ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସ୍ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…
ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

