ମୁମ୍ବାଇ:୭।୧୦: ସିନେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ସାଢେ ୪ ଘଣ୍ଟା ମାରାଥନ ଜେରା କରାଯାଇଛି। ୬୦ କୋଟି ଟଙ୍କା ଠକେଇ ମାମଲାରେ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା(EOW) ପକ୍ଷରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଜେରା କରାଯାଇଛି।
ବର୍ତ୍ତମାନ ସୁଦ୍ଧା ଶିଳ୍ପାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମେତ ୫ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଠକେଇ କରିଥିବା ସଂସ୍ଥାର ନିର୍ଦ୍ଦେଶକ ଥିଲେ ଉଭୟ ଶିଳ୍ପା ଓ କୁନ୍ଦ୍ରା।
Dharitri – Odisha’s No.1 Trusted Odia Daily