PF ଖାତାଧାରୀଙ୍କ ପାଇଁ ବଡ଼ ଖୁସି ଖବର: ବଦଳିଲା ମିନିମମ ବାଲାନ୍ସ ନିୟମ, ଏଣିକି ରଖିବାକୁ ପଡ଼ିବ ମାତ୍ର…

ନୂଆଦିଲ୍ଲୀ,୧୯।୧୧: EPFO ବୋର୍ଡ ପକ୍ଷରୁ PF ଖାତାଧାରୀଙ୍କୁ ଆଉ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଏଣିକି PF ଖାତାରେ ସର୍ବନିମ୍ନ ୨୫% ଟଙ୍କା ରଖିବା ବାଧ୍ୟତାମୂଳକ ହେବ ନାହିଁ। ଏହା ବଦଳରେ ମାତ୍ର ୧୦% ଟଙ୍କା ରଖିବାକୁ ପଡ଼ିବ। ଅର୍ଥାତ୍‌ ପୂର୍ବରୁ ଆପଣଙ୍କ ଖାତାରେ ୧୦ ଲକ୍ଷ ଟଙ୍କା ଥିଲେ ୨.୫ ଲକ୍ଷ ଟଙ୍କା ଉଠାଇବା ସମ୍ଭବ ନଥିଲା। କିନ୍ତୁ ଏବେ ମାତ୍ର ୧ ଲକ୍ଷ ଟଙ୍କା ଖାତାରେ ରଖିବାକୁ ପଡ଼ିବ। ଆବଶ୍ୟକ ପଡ଼ିଲେ ବାକି ୯ ଲକ୍ଷ ଟଙ୍କା ଉଠାଇପାରିବେ।

ଏହା ସହିତ ଅବସର ପରେ ସମସ୍ତ ଟଙ୍କା ଏକାଥରକେ ଉଠାଇବା ବଦଳରେ ଧୀରେ ଧୀରେ କିସ୍ତି ଆକାରରେ ଟଙ୍କା ଉଠାଇବା ପାଇଁ ସିଷ୍ଟମାଟିକ ୱିଡ୍ରଅଲ ପ୍ଲାନ (Systematic Withdrawal Plan)କୁ ମଧ୍ୟ ଅନୁମୋଦନ ମିଳିଛି। ଏହାଦ୍ୱାରା ଆବଶ୍ୟକ ସମୟରେ ଅଧିକ ଟଙ୍କା ହାତକୁ ଆସିପାରିବ ଏବଂ ବାକି ଟଙ୍କା ଖାତାରେ ରହି ସୁଧ ମଧ୍ୟ ଅର୍ଜନ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶ୍ରୟସ୍ଥଳୀରେ ଥଇଥାନ ଲୋକଙ୍କୁ ଭେଟିଲେ ପୂର୍ବତନ ଜିଲାପାଳ, ବତୀଘର ଅଞ୍ଚଳ ପରିଦର୍ଶନ କରି…

ମହାକାଳପଡ଼ା,୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ମାଡ଼ି ଆସୁଛି ସ୍ଥଳଭାଗ ମୁହାଁ ବାତ୍ୟା ଅକ୍ୱାନ। ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ ଆରମ୍ଭ ହୋଇଛି।…

ଗାଡ଼ି ମାଲିକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ୩ ବର୍ଷ ପର୍ଯ୍ୟନ୍ତ ଆବଶ୍ୟକ ନାହିଁ PUC ପ୍ରମାଣପତ୍ର

ନୂଆଦିଲ୍ଲୀ,୧୯।୧୧: ସରକାର ଯାନବାହନ ପ୍ରଦୂଷଣ ପ୍ରମାଣପତ୍ର (Pollution Certificate) ସମ୍ବନ୍ଧୀୟ ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛନ୍ତି। BS-6 ଯାନଗୁଡ଼ିକ ପାଇଁ, ପ୍ରଦୂଷଣ ପ୍ରମାଣପତ୍ର ବର୍ତ୍ତମାନ ଗୋଟିଏ…

ଏହି ଦିନ ଭାରତ-ପାକିସ୍ତାନ ମହାମୁକାବିଲା: ବୈଭବ-ଅଭିଷେକ ଯୋଡ଼ିଙ୍କ ଉପରେ ସମସ୍ତଙ୍କ ନଜର, ନୋଟ୍‌ କରନ୍ତୁ ପୂରା ସୂଚୀ

ନୂଆଦିଲ୍ଲୀ,୧୯।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ଏସିଆନ କ୍ରିକେଟ କାଉନସିଲ (ଏସିସି) ପକ୍ଷରୁ ଆୟୋଜିତ ଏସିଆ…

ଧୁମ୍‌ଧାମ୍‌ରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଝାମୁଯାତ୍ରା, କଣ୍ଟା ଦୋଳି ଦେଖିବାକୁ ହଜାର ହଜାର ଭକ୍ତଙ୍କ ଭିଡ଼

ଥୁଆମୂଳ ରାମପୁର,୧୯।୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ କୋଷାବରା ଝାମୁଯାତ୍ରା ପୂଜା କମିଟି ଆନୁକୂଲ୍ୟରେ ଚଳିତ ବର୍ଷର ଦୀପାବଳି ପର୍ବ ତଥା ବାବା…

୯ ଟେଷ୍ଟରେ ୧୦୬ ନୋ-ବଲ: ଲଜ୍ଜାଜନକ ରେକର୍ଡ କଲା ପାକିସ୍ତାନ

ରାୱଲପିଣ୍ଡି,୧୯।୧୧:ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡିରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ମ୍ୟାଚ୍‌ର ତୃତୀୟ ଦିନ ସୁଦ୍ଧା ପାକିସ୍ତାନୀ ବୋଲରଙ୍କ ପକ୍ଷରୁ ଅନେକ ନୋ-ବଲ ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା: କେନାଲ ଭିତରକୁ ଖସି ପଡ଼ିଲା ସ୍କର୍ପିଓ, ଚାଲିଗଲା ୬ ଜୀବନ

ପାଟଣା,୧୯।୧୧: ବିହାରର ଅରରିଆ ଜିଲାରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ସ୍କର୍ପିଓ ନିୟନ୍ତ୍ରଣ ହରାଇ କେନାଲକୁ ଖସିପଡ଼ି ଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୬ଜଣଙ୍କ…

ବାତ୍ୟା ‘ଅକ୍ୱାନ’କୁ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପ୍ରସ୍ତୁତ: ୩୧୩ ଆଶ୍ରୟସ୍ଥଳ କାର୍ଯ୍ୟକ୍ଷମ, ୫୬ ଗର୍ଭବତୀଙ୍କୁ ସ୍ଥାନାନ୍ତର

ଖୋର୍ଦ୍ଧା,୧୯ା୧୧(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ…

ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣର ତ୍ୱରିତ ପଦକ୍ଷେପ, ବ୍ରହ୍ମପୁର ହୋଟେଲରୁ ଉଦ୍ଧାର ହେଲେ ନାବାଳକ ଶ୍ରମିକ

ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ଶିଶୁ ଶ୍ରମିକ ପ୍ରଥାର ନିରାକରଣ ଓ ଶିଶୁ ଅଧିକାରର ସୁରକ୍ଷା ଦିଗରେ ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?