ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର) ରିଲିଜ ନିକଟରେ ହୋଇଯାଇଛି। ଏପରିକି ଏହାର ପ୍ରି-ବୁକିଂ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ମାତ୍ର ୧୧,୦୦୦ ଟଙ୍କା ରହିଥିଲାବେଳେ କମ୍ପାନୀର ଲକ୍ଷ ଲକ୍ଷ ଗ୍ରାହକ ଓ ଆଶାୟୀ ଗ୍ରାହକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଥିବା ଏମ୍‌ଏସ୍‌ଆଇଏଲ୍‌ ପକ୍ଷରୁ କୁହାଯାଇଛି। ସେହିଭଳି ଏପିକ୍‌ ନ୍ୟୁ ସ୍ବିଫ୍ଟ ବ୍ରାଣ୍ଡ୍‌ର ସିଗ୍ନେଚର ସ୍ପୋର୍ଟି ଡିଜାଇନ୍‌ ଉପରେ ନିର୍ମିତ ହୋଇଥିବା ବେଳେ ଏହାର ଗତିଶୀଳତା ଏବଂ ଫନ୍‌-ଟୁ-ଡ୍ରାଇଭ୍‌ ଅନୁଭବକୁ ବଢ଼ାଇଥାଏ।
ଏ ସମ୍ପର୍କରେ ଏମ୍‌ଏସ୍‌ଆଇଏଲ୍‌ର ବରିଷ୍ଠ କାର୍ଯ୍ୟନିର୍ବାହୀ ଅଧିକାରୀ (ମାର୍କେଟିଂ ଆଣ୍ଡ ସେଲ୍‌ସ) ପାର୍ଥୋ ବାନାର୍ଜୀ କହିଛନ୍ତି, ଆମେ ଆମର ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକଙ୍କ ଆଶାକୁ ପୁନଃ ନିର୍ଦ୍ଧାରଣ କରିବା ପାଇଁ ପରିବର୍ତ୍ତିତ ସମୟ ସହିତ ବିକଶିତ ହୋଇଥିବା ଏହି ନୂତନ ମଡେଲ ମାରୁତି ସୁଜୁକୀ ପାଇଁ ସ୍ବିଫ୍ଟ ଏକ ଆଇକନିକ୍‌ ବ୍ରାଣ୍ଡ୍‌ ହୋଇଛି। ସେହିଭଳି ବ୍ରାଣ୍ଡ୍‌ର ୨୯ ଲକ୍ଷ ଶକ୍ତିଶାଳୀ ଗ୍ରାହକ ଭିତ୍ତିଭୂମି, ଅନେକ ପୁରସ୍କାର ଏବଂ ପ୍ରଶଂସା ପ୍ରମାଣ କରୁଛି ଯେ ଆଇକନିକ୍‌ ସ୍ବିଫ୍ଟ କିପରି ଶକ୍ତିଶାଳୀ ହୋଇପାରିଛି। ସେହିପରି ଏପିକ୍‌ ନ୍ୟୁ ସ୍ବିଫ୍ଟ ବ୍ରାଣ୍ଡ୍‌ର ଲୋକପ୍ରିୟ ସ୍ପୋର୍ଟି ଡିଏନ୍‌ଏ ପ୍ରତି ସଚ୍ଚୋଟ ରହୁଥିବା ବେଳେ ପରିବେଶ ଅନୁକୂଳତାର ନୂତନ ଯୁଗର ଆଶାକୁ ଅତ୍ୟଧିକ ନିମ୍ନ ନିର୍ଗମନ ସହିତ ସନ୍ତୁଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri