Posted inଫୁରସତ

ସମାନତା ହିଁ ବିକାଶର ମୂଳମନ୍ତ୍ର

ପୃଥିବୀରେ ବିଭିନ୍ନ ବର୍ଗର ଲୋକଙ୍କ ମଧ୍ୟରେ ସମାନତା ବଜାୟ ରହିବା ଅପରିହାର୍ଯ୍ୟ। ଏହାଦ୍ୱାରା ବିକାଶଧାରା ଅବ୍ୟାହତ ରହିବା ସହ ପୃଥିବୀ ଏକ ବୃହତ୍‌ ପରିବାରର ଧାରଣା ସୃଷ୍ଟି ହୋଇଥାଏ। ବିଶ୍ୱ ଭ୍ରାତୃତ୍ୱକୁ ଆଗେଇ ନେବାକୁ ପ୍ରତିବର୍ଷ ଡିସେମ୍ବର ୧୦ରେ ଅନ୍ତର୍ଜାତୀୟସ୍ତରରେ ମାନବାଧିକାର ଦିବସ ପାଳନ କରାଯାଇଥାଏ।
୧୯୪୮ ଡିସେମ୍ବର ୧୦ରେ ଜାତିସଂଘର ସାଧାରଣ ମହାସଭାରେ ମାନବିକ ଅଧିକାର ଘୋଷଣାନାମା ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ମାନବିକ ଅଧିକାର ଦିବସର ଆନୁଷ୍ଠାନିକ ପ୍ରତିଷ୍ଠା ୪ ଡିସେମ୍ବର ୧୯୫୦ରେ ସାଧାରଣ ସଭାର ୩୧୭ ତମ ବୈଠକରେ ହୋଇଥିଲା। ବିଧିବଦ୍ଧ ଭାବେ ୧୯୫୦ ଡିସେମ୍ବର ୧୦ଠାରୁ ଏହାର ପାଳନ ଆରମ୍ଭ ହୋଇଥିଲା। କାହାର ସ୍ବାର୍ଥରେ ଉଲ୍ଲଂଘନ ହେଲେ ମିଳିିତ ଜାତିସଂଘ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଥାଏ।
ଏହି ଦିବସର ପାଳନ ମାନବିକ ଅଧିକାରର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥାଏ। ବିଶ୍ୱର ବୃହତ ପରିବାର ମଧ୍ୟରେ ସମସ୍ତଙ୍କର ସ୍ବାର୍ଥ ସୁରକ୍ଷା ହିଁ ଏକମାତ୍ର ଲକ୍ଷ୍ୟ ବୋଲି ମାନବାଧିକାର ଦିବସ ସୂଚିତ କରିଥାଏ। ଏହି ଦିବସ ପାଳନ ଅବସରରେ ବିଶ୍ୱସ୍ତରରେ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କ୍ଷେତ୍ରରେ ଯେପରି ସଭିଙ୍କୁ ସମାନ ସୁବିଧା ସୁଯୋଗ ଉପଲବ୍ଧ କରାଯିବ ସେ ନେଇ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri