୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର, ଜଣଙ୍କୁ ବ୍ରେଲି, ୬ଜଣଙ୍କୁ ଆଶାବାଡି, ୧୮ଜଣଙ୍କୁ ଫିଜିଓକିଟ୍‌, ୧୫ଜଣଙ୍କୁ ନିରାମୟ ସ୍ବାସ୍ଥ୍ୟବୀମା କାର୍ଡ, ୯ଜଣଙ୍କୁ ଜୋତା ପ୍ରଦାନ କରାଯାଇଥିଲା। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ, ଅତିରିକ୍ତ ତହସିଲଦାର ଗିଟୁ ବେହେରା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ୟାମସୁନ୍ଦର ସେଠୀ,
ଅନୁଷ୍ଠାନର ନିର୍ଦ୍ଦେଶକ ଟଙ୍କଧର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଡା. କୃଷ୍ଣବହ୍ଲଭ ଶତପଥୀ, ଭୌତିକ ଚିକିତ୍ସକ ଅନିତା ସାହୁ, ନିବେଦିତା ନାୟକ, କାଉନ୍‌ସିଲର ଇଲନପ୍ରଭା ସେନାପତି, ସ୍ନେହାଶ୍ରୀ ତରାଇ, ନର୍ସ ସୌଭାଗ୍ୟଲକ୍ଷ୍ମୀ ତରାଇ ପ୍ରମୁଖ ଏଥିରେ ସହଯୋଗ କରିଥିବାବେଳେ ରବୀନ୍ଦ୍ର କୁମାର ସାମଲ ଧନ୍ୟବାଦ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri