୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର, ଜଣଙ୍କୁ ବ୍ରେଲି, ୬ଜଣଙ୍କୁ ଆଶାବାଡି, ୧୮ଜଣଙ୍କୁ ଫିଜିଓକିଟ୍‌, ୧୫ଜଣଙ୍କୁ ନିରାମୟ ସ୍ବାସ୍ଥ୍ୟବୀମା କାର୍ଡ, ୯ଜଣଙ୍କୁ ଜୋତା ପ୍ରଦାନ କରାଯାଇଥିଲା। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ, ଅତିରିକ୍ତ ତହସିଲଦାର ଗିଟୁ ବେହେରା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ୟାମସୁନ୍ଦର ସେଠୀ,
ଅନୁଷ୍ଠାନର ନିର୍ଦ୍ଦେଶକ ଟଙ୍କଧର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଡା. କୃଷ୍ଣବହ୍ଲଭ ଶତପଥୀ, ଭୌତିକ ଚିକିତ୍ସକ ଅନିତା ସାହୁ, ନିବେଦିତା ନାୟକ, କାଉନ୍‌ସିଲର ଇଲନପ୍ରଭା ସେନାପତି, ସ୍ନେହାଶ୍ରୀ ତରାଇ, ନର୍ସ ସୌଭାଗ୍ୟଲକ୍ଷ୍ମୀ ତରାଇ ପ୍ରମୁଖ ଏଥିରେ ସହଯୋଗ କରିଥିବାବେଳେ ରବୀନ୍ଦ୍ର କୁମାର ସାମଲ ଧନ୍ୟବାଦ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଜାତୀୟ ସଫେଇ କର୍ମଚାରୀ କମିଶନ ଅଧ୍ୟକ୍ଷ: ସଫେଇ କର୍ମଚାରୀଙ୍କୁ ସୁବିଧା ମିଳୁ ନ ଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ଜାତୀୟ ସଫେଇ କର୍ମଚାରୀ କମିଶନ ଅଧ୍ୟକ୍ଷ ମନହର ବଲ୍‌ଜିଭାଇ ଜାଲା ମଙ୍ଗଳବାର ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଅପରାହ୍ନରେ ତାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର...

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ...

ପରାଗରେ ଚିକେନ୍‌ ବିରିୟାନୀ ଖାଇବା ଘଟଣା: ହେତୁବାଦୀଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୩୦ା୧୦: ଗତ ୨୫ତାରିଖରେ ହୋଇଥିବା ସୂର୍ଯ୍ୟୋପରାଗ ସମୟରେ ହେତୁବାଦୀ ପରିଚୟ ଦେଇ କେତେଜଣ ବ୍ୟକ୍ତି ଚିକେନ୍‌ ବିରିୟାନୀ ଖାଇବା ସହ ବ୍ରାହ୍ମଣ ସମାଜକୁ...

୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ

ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ...

ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ...

ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ...

ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

Advertisement
Archives

Model This Week