ଠିକାସଂସ୍ଥାରେ ନିଆଁ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ପାଉଁଶ

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଶ୍ରାନିକେତା ପଞ୍ଚାୟତ ଦଣ୍ଡିମାହାଠାରେ ଥିବା ଏକ ଠିକାସଂସ୍ଥା ପ୍ଲାଣ୍ଟ୍‌ରେ ଗୁରୁବାର ସକାଳେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ସଂସ୍ଥାର କର୍ମଚାରୀଙ୍କ ଉପସ୍ଥିତି ବୁଦ୍ଧି ପାଇଁ ବଡ଼ ବିପଦ ଟଳି ଯାଇଛି।
ପ୍ରକାଶ ଯେ, ପିଚୁ ପ୍ଲାଣ୍ଟରେ କାର୍ଯ୍ୟଚାଲିଥିବା ବେଳେ ବିଦ୍ୟୁତ୍‌ ଶଟ୍‌ସର୍କିଟ୍‌ରୁ ଜେନେରେଟରରେ ନିଆଁ ଲାଗିଯାଇଥିଲା ନିଆଁକୁ ଆୟତ୍ତ କରା ନ ଗଲେ ପିଚୁ ପ୍ଲାଣ୍ଟରେ ନିଆଁ ଲାଗିବା ସମ୍ଭାବନାକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗକୁ ଫୋନ୍‌ କରି ଡକାଯାଇଥିଲା ଏହି ସମୟ ମଧ୍ୟରେ ପ୍ଲାଣ୍ଟ୍‌ରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଉପସ୍ଥିତି ବୁଦ୍ଧି ଖଟାଇ କ୍ରସରରୁ ବାହାରୁଥିବା ପଥର ଗୁଣ୍ଡ ପକାଇ ଜେନେନେଟରରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ କରିଥିଲେ ଏହି ସମୟ ମଧ୍ୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲେ।ଫଳରେ ବଡ଼ ଦୁର୍ଘଟଣା ଟଳିଯାଇଛି।। ନଷ୍ଟ ହୋଇଥିବା ଜେନେନେଟରର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଠିକାସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri