ବାଇଡେନ୍‌ଙ୍କ ଘନିଷ୍ଠ ଏରିକ୍‌ ହେବେ ଭାରତର ରାଷ୍ଟ୍ରଦୂତ

ଓ୍ବାଶିଂଟନ, ୧୬ା୩ : ଏରିକ୍‌ ଗାର୍‌ସେଟ୍ଟୀ ଭାରତରେ ଆମେରିକାର ରାଷ୍ଟ୍ରଦୂତ ନିଯୁକ୍ତ ହେବାସ୍ପଷ୍ଟ ହୋଇଯାଇଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଏରିକ୍‌ଙ୍କ ଘନିଷ୍ଠ ସମ୍ପର୍କ ଥିବାରୁ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିରେ ଏହା ସହାୟକ ହେବ ବୋଲି ଆଶା କରାଯାଉଛି। ଦୁଇବର୍ଷର ବିଳମ୍ବ ପରେ ବୁଧବାର ପୂର୍ବତନ ଲସ୍‌ ଏଞ୍ଜେଲସ୍‌ ମେୟର ଏରିକଙ୍କ ପ୍ରାର୍ଥତ୍ତ୍ୱକୁ ଆମେରିକା ସିନେଟ ୫୨-୪୨ ଭୋଟରେ ମଞ୍ଜୁରୀ ପ୍ରଦାନ କରିଛି।

ଭାରତ ଚଳିତବର୍ଷ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷତା କରୁଥିବାରୁ ଆମେରିକା ରାଷ୍ଟ୍ରପତିଙ୍କ ସମେତ ବହୁ ଉଚ୍ଚ ପଦାଧିକାରୀ ନୂଆଦିଲ୍ଲୀ ଗସ୍ତରେ ଆସିବା ଆଶା କରାଯାଉଛି। ଏଭଳି ସମୟରେ ଜଣେ ପୂର୍ଣ୍ଣକାଳୀନ ରାଷ୍ଟ୍ରଦୂତ ନିଯୁକ୍ତି ଜରୁରୀ ବୋଲି ହ୍ବାଇଟ୍‌ ହାଉସ୍‌ ଅନୁଭବ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri