ଏରିକ ଗାର୍ସେଟ୍ଟି ହୋଇପାରନ୍ତି ଭାରତରେ ଆମେରିକାର ରାଷ୍ଟ୍ରଦୂତ…

ଓ୍ବାଶିଂଟନ,୧୪।୧: ଭାରତରେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ଏରିକ ଗାରସେଟ୍ଟିଙ୍କ ନାମରେ ମୋହର ଲାଗିପାରେ। ଏନେଇ ଦକ୍ଷିଣ ଏବଂ ମଧ୍ୟ ଏସିଆ ବ୍ୟାପାର ବିଭାଗର ସହକାରୀ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ସୂଚନା ପ୍ରଦାନ କରିଛନ୍ତି। ତେବେ ଗାର୍ସେଟ୍ଟିଙ୍କ ନାମାଙ୍କନକୁ ବିରୋଧ କରି ଆମେରିକାର ସାଂସଦ ଚକ ଗ୍ରାସଲେ ଏହାକୁ ଖାରଜ କରିବାକୁ ଦାବି କରିଛନ୍ତି। ଗାର୍ସେଟ୍ଟିଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀ ତାଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଭାରତରେ ଆମେରିକାର ରାଷ୍ଟ୍ରଦୂତ ପଦ ପ୍ରାୟ ଦୁଇ ବର୍ଷ ଧରି ଖାଲି ପଡିଛି।

ଲସ ଆଞ୍ଜେଲ୍ସର ପୂର୍ବତନ ମେୟର ଗାର୍ସେଟ୍ଟି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିକଟତର ବୋଲି ବିବେଚନା କରାଯାଏ। ଗ୍ରାସଲି କହିଛନ୍ତି ଯେ ମୁଁ ଏରିକ ଗାର୍ସେଟ୍ଟିଙ୍କୁ ଭାରତରେ ରାଷ୍ଟ୍ରଦୂତ ଭାବରେ ମନୋନୀତ କରିବାକୁ ଦୃଢ଼ ବିରୋଧ କରୁଛି। ଲସ ଏଞ୍ଜେଲସରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ହୋଇଥିବା ଯୌନ ଉତ୍ପୀଡ଼ନ ତଥା ଜାତିଗତ ଭେଦଭାବର ଗୁରୁତର ଅଭିଯୋଗକୁ ଦୃଷ୍ଟିରେ ରଖି ମୁଁ ଗାର୍ସେଟ୍ଟିଙ୍କ ବିରୋଧରେ


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri