ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍‌ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ ବାତିଲ କରିଦେଇଛନ୍ତି କର୍ତ୍ତୃପକ୍ଷ।

ସେହିପରି ରବିବାର ମଧ୍ୟ ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଥିଲା। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଥିଲା। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଥିଲେ OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ। । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି।

ରବିବାର OCS ମେନ୍‌-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳି ଥିଲା । ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri