ପାକିସ୍ତାନ ଗୃହମନ୍ତ୍ରୀ ରାଣା ସନାଉଲ୍ଲାହଙ୍କ ବିରୋଧରେ ଆତଙ୍କବାଦ ମାମଲା

ଇସଲାମାବାଦ,୨୬ ।୮: ପାକିସ୍ତାନ ପଞ୍ଜାବ ଅଞ୍ଚଳର ପୋଲିସ ଗୁରୁବାର ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲାହଙ୍କ ବିରୋଧରେ ଆତଙ୍କବାଦ ଓ ନ୍ୟାୟପାଳିକା ତଥା ସରକାରୀ ଅଧିକାରୀଙ୍କୁ ଧମକ ଦେବା ଅଭିଯୋଗରେ ମାମଲା ରୁଜୁ କରିଛି ।
ପଞ୍ଜାବ ପ୍ରାନ୍ତର ମୁଖ୍ୟମନ୍ତ୍ରୀ ପରଭେଜ ଇଲାହୀଙ୍କ ପୁଅ ଓ ପାକିସ୍ତାନର ପୂର୍ବ ସଂଘିୟ ମନ୍ତ୍ରୀ ମୁନିସ ଇଲାହୀ ଏହି ମାମଲାରେ ପ୍ରତିକ୍ରିୟା ଦେଇ ଏହାକୁ ଯେସାକୁ ତେସା ପଦକ୍ଷେପ ବୋଲି କହିଛନ୍ତି । ସେ କହିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ସହବାଜ ସରକାରଙ୍କ ଅବୈଧ କାର୍ଯ୍ୟାନୁଷ୍ଠାନ ଜବାବରେ ପଞ୍ଜାବ ସରକାରଙ୍କ ଦ୍ୱାରା ଏହି ପଦକ୍ଷେପ ନିଆଯାଇଛି ।
ମୁନିସ ଏକ ଟୁଇଟରେ କହିଛନ୍ତି, ଆପଣ(ସନାଉଲ୍ଲାହ) ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ମିଛ ମାମଲା ରୁଜୁ କରିଥିଲେ । ଏବେ ପାକିସ୍ତାନ ଜନତା ଆପଣଙ୍କ ବିରୋଧରେ ଅସଲ ମାମଲା କରିଦେଲେ । ଆପଣଙ୍କୁ ଶୀଘ୍ର ଗିରଫ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri