ଟପ୍‌ଲେସ୍ ହୋଇ ପୁରୁଣା ବର୍ଷକୁ ବିଦାୟ ଦେଲେ ଇଶା

ମୁମ୍ବାଇ: ଇଶା ଗୁପ୍ତା ବଲିଉଡ୍‌ର ସେହି ନାୟିକାମାନଙ୍କ ମଧ୍ୟରେ ଜଣେ ଯିଏ ନିଜର ବୋଲ୍ଡସେନ୍ ପାଇଁ ସୃଷ୍ଟି କରିଛନ୍ତି ନିଜ ନିଜର ଭିନ୍ନ ପରିଚୟ । ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରହୁଥିବା ବୋଲ୍ଡ କୁଇନ୍ ଇଶା ଅନେକ ସମୟରେ ତାଙ୍କର କିଛି କିଛି ବୋଲ୍ଡ ଫଟୋ ଶେୟାର କରି ଆସିଥାଆନ୍ତି ଚର୍ଚ୍ଚାକୁ । ନିକଟରେ ସେମିତି ଏକ କାରଣ ପାଇଁ ପୁଣିଥରେ ଇଶ।। ଆସିଛନ୍ତି ଚର୍ଚ୍ଚାକୁ । ଟପ୍ ଲେସ୍ ହୋଇ ଏହି ନାୟିକା ଯେଉଁ ଫଟୋ ଶେୟାର କରିଛନ୍ତି ତାହା ଏବେ ସମସ୍ତଙ୍କୁ ଚକିତ କରିଛି । ପୁରୁଣା ବର୍ଷ ୨୦୨୦କୁ ବିଦାୟ ଦେବାକୁ ଇଶା ଏମିତି ଭାବିଥିବା କୁହାଯାଉଛି । ଇଶା ଯେଉଁ ଫଟୋଟି ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି ସେଥିରେ ସେ ବିଛଣା ଉପରେ ବସି ଅଳସ ଭାଙ୍ଗୁଥିବା ଦେଖାଯାଇଛି । ହେଲେ ଟପ୍‌ଲେସ୍ ଅବସ୍ଥାରେ । ଇଶାଙ୍କ ଏହି ବୋଲ୍ଡ ଅନ୍ଦାଜ ତାଙ୍କ ୟଙ୍ଗ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ଏହାସହ ଏହି ଫଟୋରେ ତାଙ୍କ କାନ୍ଧରେ ଏକ ଟାଟୁ ବି ନଜର ଆସିଛି । ଏହାସହ ସେ ଲେଖିଛନ୍ତି, ପରିବାର ଓ ବନ୍ଧୁମାନଙ୍କ ଉତ୍ତ ସ୍ୱାସ୍ଥ୍ୟ ପାଇଁ ମୁଁ କୃତଜ୍ଞତା ଜଣାଉଛି । ବାଏ ବାଏ ୨୦୨୦ । ବୋଲ୍ଡ ଅନ୍ଦାଜରେ ଇଶାଙ୍କ ପୁରୁଣା ବର୍ଷକୁ ବିଦାୟ ସମସ୍ତଙ୍କ ମନକୁ ଛୁଇଁଯାଇଛି । ତାଙ୍କର ପ୍ରଶଂସକାନେ ତ ଇଶାଙ୍କ ବୋଲ୍ଡ ଫଟୋ ସହ ବାର୍ତ୍ତା ଦେଖି ଖୁବ୍ ଖୁସି ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri