ଶିଶୁକନ୍ୟାଙ୍କ ଜରୁରୀ ସାମାଜିକ ନିରାପତ୍ତା

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁବିଦ୍ୟାମନ୍ଦିର ପରିସରରେ କନ୍ୟା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି ସଦସ୍ୟା ସୁରଭି ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଙ୍ଗନୱାଡ଼ିକର୍ମୀ ରଶ୍ମିତା ପାତ୍ର, ସ୍ବାସ୍ଥ୍ୟକର୍ମୀ ପ୍ରୀୟଦର୍ଶନୀ ମିଶ୍ର, ଶିଶୁ ମନ୍ଦିର ପରିଚାଳନା ସମିତି ସଦସ୍ୟା ଗୀତାଞ୍ଜଳି ପଣ୍ଡା, ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର, ଷଷ୍ଠୀ ପ୍ରସାଦ ବିଷୋୟୀ ପ୍ରମୁଖ ଅତିଥି ରୁପେ ଯୋଗଦେଇ ଶିଶୁ କନ୍ୟାମାନଙ୍କ ସାମାଜିକ ନିରାପତ୍ତା, ସେମାନଙ୍କ ଆତ୍ମ ସୁରକ୍ଷା ତାଲିମ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ଏହି ଶିବିରରେ ଛାତ୍ରୀ ଆଭାଶ୍ରୀ ସାହୁ, ସଞ୍ଚିତା ଆଚାର୍ଯ୍ୟ ଅଲିପ୍ସା ରଥ, ଶୁଭଶ୍ରୀ ଗୌଡ଼, ଅନ୍ବେଷୋ ରଥ, ,ରେଶ୍ମା ସାହୁ, ବର୍ଷା ପ୍ରିୟଦର୍ଶନୀ ପ୍ରମୁଖ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶିଶୁ ମନ୍ଦିରର ସମସ୍ତ ଆଚାର୍ଯ୍ୟା ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ…

ମମତାଙ୍କ ପରାଜୟ ନୁହେଁ ଶୁଭେନ୍ଦୁଙ୍କ ବିଜୟ ଖୁସିରେ ଗଦ୍‌ଗଦ୍‌ ବାଂଲାଦେଶ, ଖେଳିଲା ନୂଆ ଚାଲ୍‌!

କୋଲକାତା,୬।୫: ବାଂଲାଦେଶର BNP ଦଳର ନେତା ଏବଂ ସୂଚନା ସଚିବ ଅଜିଜୁଲ ବାରୀ ହେଲାଲ ବଙ୍ଗଳାର ନିର୍ୱାଚନ ଫଳାଫଳରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି,…

କୁମ୍ଭୀର ପେଟରେ ନିଖୋଜ ବ୍ୟବସାୟୀ! ପୁରା ଘଟଣା ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ପ୍ରାୟ ପ୍ରତିଦିନ ସାରା ବିଶ୍ୱରେ ଏପରି ଘଟଣା ରିପୋର୍ଟ ହୁଏ, ଯାହା ମେରୁଦଣ୍ଡକୁ ଥରହର କରିଦିଏ। ଦକ୍ଷିଣ ଆଫ୍ରିକାରୁ ଏକ ସାମ୍ପ୍ରତିକ ଘଟଣା ଲୋକଙ୍କୁ ସ୍ତବ୍ଧ କରିଦେଇଛି।…

ବଙ୍ଗଳା ନିର୍ବାଚନର ସବୁଠାରୁ ଭାଗ୍ୟବାନ ପ୍ରାର୍ଥୀ: SIRରେ କଟିଯାଇଥିଲା ନାଁ, ଏବେ ହେଲେ ବିଧାୟକ

କୋଲକାତା,୬।୫: ଚଳିତ ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନେକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ, ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ମମତା…

କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ…

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri