‘ଓଡ଼ିଶାରେ ବିଶ୍ୱସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ ହେଉ’

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର ବୃହତ୍‌ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ମିଳିତଭାବେ ଓଡ଼ିଶାରେ ଏକ ବିଶ୍ବସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ କରନ୍ତୁ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରସ୍ତାବ ରଖିଛନ୍ତି। ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଆନୁକୂଲ୍ୟରେ ଆୟୋଜିତ ଭର୍ଚୁଆଲ ବୈଠକରେ ମନ୍ତ୍ରୀ କହିଛନ୍ତି, ଓଡ଼ିଶା ୨୦ ବର୍ଷ ଧରି ଏକ ସ୍ଥିର ଏବଂ ମଜଭୁତ ସରକାର ଦେଇଥିବାରୁ ଉପଯୁକ୍ତ ରାଜନୈତିକ ପରିବେଶ ସୃଷ୍ଟି ହେଇଛି। ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ ଓ ଶିଳ୍ପାୟନର ଅଗ୍ରଗତି ପାଇଁ ସ୍ଥିର ନୀତି ନିର୍ଦ୍ଧାରଣ ପାଇଁ ମଜଭୂତ ଢାଞ୍ଚା ନିର୍ମାଣ ହୋଇପାରିଛି। ରାଜ୍ୟରେ ବିପୁଳ ଖଣିଜ ସମ୍ପଦ ଏବଂ ପ୍ରାକୃତିକ ସମ୍ବଳ ସହ ଦେଶର ୧୧% ଜଳ ଗଚ୍ଛିତ ରହିଛି। ଓଡ଼ିଶାରେ ଗବେଷଣା କେନ୍ଦ୍ର ସ୍ଥାପନ ହେଲେ ତାହା ଆଗକୁ ଇସ୍ପାତ୍‌ ଶିଳ୍ପର ଉନ୍ନତ ଉତ୍ପାଦକତାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ନିଯୁକ୍ତି ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ତୁରନ୍ତ ନିଯୁକ୍ତି ଦେବାକୁ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ବଲାଙ୍ଗୀର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର...

ଟ୍ରେନ୍‌ରେ ଯାତ୍ରୀଙ୍କୁ ଠେଲିଦେବାକୁ କିନ୍ନରଙ୍କ ଉଦ୍ୟମ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଯାତ୍ରୀଙ୍କ ସୁରକ୍ଷା ପାଇଁ ଟ୍ରେନ୍‌ରେ ଟଙ୍କା ମାଗିବାକୁ କିନ୍ନରମାନଙ୍କୁ ବାରଣ କରାଯାଇଛି। ସେମାନେ ଯେପରି ଷ୍ଟେଶନ ନ ମାଡ଼ନ୍ତି ସେଥିଲାଗି ରେଳ ସୁରକ୍ଷା ବଳ...

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି।...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ...

ବିଜେପୁର ଉପନିର୍ବାଚନ: ଦଳ ଛାଡ଼ିବାର କୌଣସି ଯୋଜନା ନାହିଁ: ଅଶୋକ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ୨୦୧୮ ବିଜେପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ହୋଇଥିବା ଅଶୋକ ପାଣିଗ୍ରାହୀ ଦଳ ଛାଡ଼ିବା ନେଇ ବିଭିନ୍ନ ମହଲରେ ଯେଉଁ ଆଲୋଚନା ଚାଲିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ...

ବଢୁଛି ସାଇବର ଅପରାଧର କାରନାମା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରେ ମାତିଛନ୍ତି ଆର୍ମି ଅଫିସର କହି ଲୁଟୁଥିବା ସାଇବର ଅପରାଧୀ। ରାଜଧାନୀ ସମେତ ବିଭିନ୍ନ ସହରରେ ସୋସିଆଲ ମିଡିଆରେ ଶସ୍ତାରେ ଗାଡ଼ି ଏବଂ ଘରର...

ବାଚସ୍ପତି ହେବେ ସୂର୍ଯ୍ୟ ପାତ୍ର, ପ୍ରମିଳା ହେବେ ଶାସକ ଦଳର ମୁଖ୍ୟ ସଚେତକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଡ଼ିଶାର ବରିଷ୍ଠ ବିଜେଡି ନେତା ତଥା ବହୁବାର ବିଧାୟକ ହୋଇଥିବା ସୂର୍ଯ୍ୟ ପାତ୍ର ପରବର୍ତ୍ତୀ ବିଧାନସଭାର ବାଚସ୍ପତି ହୋଇପାରନ୍ତି। ତାଙ୍କୁ ବାଚସ୍ପତି କରିବା ନେଇ...

Coronavirus Update

Archives

Model This Week

Why Dharitri