ଉତ୍କଳ ବିଲ୍‌ଡର୍ସକୁ ଇଟି ଇଣ୍ଡଷ୍ଟ୍ରି ଲିଡର ଆଓ୍ବାର୍ଡ

ଭୁବନେଶ୍ୱର,୨୮।୮: ରାଜ୍ୟର ପ୍ରମୁଖ ଘରୋଇ ଗୃହନିର୍ମାଣକାରୀ ସଂସ୍ଥା ଉତ୍କଳ ବିଲଡର୍ସକୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷ କରି କୋଲକାତାଠାରେ ଟାଇମ୍ସ ଗ୍ରୁପ ଦ୍ୱାରା ଆୟୋଜିତ ଇଟି ଇଣ୍ଡଷ୍ଟ୍ରି ଲିଡର୍ସ-୨୦୨୩ ସମ୍ମାନ ସମାରୋହ ଉତ୍ସବରେ ଉତ୍କଳ ବିଲ୍‌ଡର୍ସକୁ ”ଟ୍ରଷ୍ଟେଡ, ରିଲାଏବଲ ଆଣ୍ଡ ଇନୋଭେଟିଭ ରିୟଲ ଇଷ୍ଟେଟ ବ୍ରାଣ୍ଡ୍‌ ଅଫ୍‌ ଦି ଇୟର (ଇଷ୍ଟର୍ନ ଇଣ୍ଡିଆ)“ ସମ୍ମାନ (ଆଓ୍ବାର୍ଡ) ରେ ସମ୍ମାନିତ କରାଯାଇଛି।

ଉଲ୍ଲେଖଯୋଗ୍ୟ, ରିୟଲ ଇଷ୍ଟେଟ ବ୍ୟବସାୟ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଉତ୍କଳ ବିଲ୍‌ଡର୍ସ ୧୯୯୦ଠାରୁ ଗୃହ ନିର୍ମାଣ କ୍ଷେତ୍ରରେ ଓଡ଼ିଶାର ଭରସାଯୋଗ୍ୟ ସଂସ୍ଥା ଭାବେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏପରିକି ଗୃହ ଓ ବ୍ୟବସାୟିକ ଅନୁଷ୍ଠାନ ଆଦି ନିର୍ମାଣ କ୍ଷେତ୍ରରେ ସହବନ୍ଧିତ ଏହି ସଂସ୍ଥା ଗ୍ରାହକ, କର୍ମଚାରୀ ଏବଂ ସର୍ବୋପରି ଜନସାଧାରଣଙ୍କ ଆସ୍ଥାଭାଜନ ହୋଇପାରିଛି। ସେହିଭଳି ଗୃହ ଜପ୍ରସଙ୍ଗରେ ଭିତ୍ତିଭୂମି ସଜାଡ଼ିବାରେ ସଂସ୍ଥା ସର୍ବଦା ଲୋକଙ୍କର ପ୍ରଥମ ପସନ୍ଦ ରହିଆସିଛି, କାରଣ ଏକ ଦୀର୍ଘସ୍ଥାୟୀ ଏବଂ ଉଚ୍ଚମାନର ଗୃହ ନିମଁକରିବାରେ ଉତ୍କଳ ବିଲଡର୍ସର ବ୍ୟାପକ ବୈଶିଷ୍ଟ୍ୟତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri