Posted inଫୁରସତ

ନାଗର ମୃତ୍ୟୁ ପରେ ପ୍ରତିଶୋଧ ନେବାକୁ ପହଞ୍ଚିଲା ନାଗୁଣୀ, ଭାଇରାଲ ଭିଡିଓ ଦେଖିଲେ…

ଆପଣ ଫିଲ୍ମରେ ନାଗର ମୃତ୍ୟୁ ପରେ ନାଗୁଣୀର ପ୍ରତିଶୋଧ ନେବାର ଦେଖିଥିବେ, କିନ୍ତୁ କ’ଣ ଏହା ବାସ୍ତବ ଜୀବନରେ ମଧ୍ୟ ଘଟେ? ପ୍ରକୃତରେ, ଉତ୍ତର ପ୍ରଦେଶର ଏଟାହରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଥିରେ କୁହାଯାଇଛି ଯେ ନାଗ ମୃତ୍ୟୁର ୧୫ଦିନ ପରେ, ନାଗୁଣୀ ପ୍ରତିଶୋଧ ନେବା ପାଇଁ ସେହି ଘର ବାହାରେ ପହଞ୍ଚିଥିଲା। ଘଟଣାଟି ଏଟାହର ଆଲିଗଞ୍ଜ ଥାନା ଅଞ୍ଚଳର ସାରୁଟିଆ ଗାଁର ଏକ ଘରର କୁହାଯାଉଛି, ଯେଉଁଠାରେ ନାଗୁଣୀଟି ନାଗର ମୃତ୍ୟୁର ୧୫ଦିନ ପରେ ପହଞ୍ଚିଥିଲା ଏବଂ ୨୪ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ତା’ର ଫଣା ଉଠାଇ ଗର୍ଜିଥିଲା। ନାଗୁଣୀର ଉପସ୍ଥିତି ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା ଏବଂ ଲୋକମାନେ ସାରା ରାତି ଜାଗ୍ରତ ରହିଥିଲେ।

ଘଟଣାର ଏହି ଭିଡିଓ @WeUttarPradesh ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି ଏବଂ ଘଟଣା ବିଷୟରେ ବିସ୍ତୃତ ସୂଚନା କ୍ୟାପଶନ ମାଧ୍ୟମରେ ଦିଆଯାଇଛି। ଶେୟାର ହେବା ପରଠାରୁ, ଏହି ଭିଡିଓକୁ ଏପର୍ଯ୍ୟନ୍ତ ୧୪୧.୫ ହଜାର ଭ୍ୟୁ ମିଳିଛି। ଏହାର ପ୍ରତିକ୍ରିୟା ଦେଇ ଜଣେ ୟୁଜର ଲେଖିଛନ୍ତି-ସତରେ କ’ଣ ମଣିଷ ଦ୍ୱାରା ନାଗର ମୃତ୍ୟୁ ପରେ ପ୍ରତିଶୋଧ ନେବାକୁ ଆସିଥାଏ ନାଗୁଣୀ?

ଭାଇରାଲ ହେଉଥିବା ଭିଡିଓରେ, ଏକ ଘର ବାହାରେ ଏକ ମାଈ ସାପ ତାର ଫଣା ଟେକି ରହିଥିବା ଦେଖିବାକୁ ମିଳୁଛି, ଯାହାକୁ ବନବିଭାଗ ଉଦ୍ଧାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?