କଟକଣା ସତ୍ତ୍ୱେ ୟୁରୋପ କିଣୁଛି ରୁଷିଆ ତେଲ

ଓ୍ବାଶିଂଟନ୍‌, ୧୩ା୪: ୟୁକ୍ରେନ୍‌ ଆକ୍ରମଣ ପାଇଁ ରୁଷିଆ ଉପରେ ଆମେରିକା ଓ ପାଶ୍ଚାତ୍ୟ ଦେଶଗୁଡ଼ିକ କଟକଣା ଲଗାଇବା ସତ୍ତ୍ୱେ ଭାରତ ମସ୍କୋରୁ ତୈଳ କିଣିବା ପ୍ରସଙ୍ଗରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଜବାବ ରଖିଛନ୍ତି। କଟକଣା ସତ୍ତ୍ୱେ ୟୁରୋପ ଦିନକରେ ରୁଷିଆଠାରୁ କିଣୁଥିବା ତେଲର ପରିମାଣ ଭାରତର ଗୋଟିଏ ମାସର ଆମଦାନୀ ବୋଲି ଜୟଶଙ୍କର କହିଛନ୍ତି। ଭାରତ ରୁଷିଆରୁ ତେଲ କିଣି କଟକଣା ବିରୋଧରେ କାମ କରୁଥିବା ନେଇ ଜଣେ ଖବରଦାତା ଜୟଶଙ୍କରଙ୍କୁ ପ୍ରଶ୍ନ କରିଥିଲେ। ମସ୍କୋରୁ ତୈଳ ଆମଦାନୀ କଥା ଉଠିଲେ ୟୁରୋପକୁ ଦେଖ। କାରଣ ୟୁରୋପ ତୁଳନାରେ ଭାରତ ବହୁତ କମ୍‌ ପରିମାଣର ତେଲ ରୁଷିଆଠାରୁ କିଣିଥାଏ ବୋଲି ଜବାବରେ ଜୟଶଙ୍କର କହିଥିଲେ। ଜୟଶଙ୍କରଙ୍କ ଏହି ପ୍ରତିକ୍ରିୟାକୁ ଶିବସେନା ନେତ୍ରୀ ପ୍ରିୟଙ୍କା ଚତୁର୍ବେଦୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri