ୟୁରୋପରେ ହିଟ୍‌ଓ୍ବେଭ୍‌: ଆଲର୍ଟ କଲା ଡବ୍ଲୁଏମଓ

ରୋମ,୧୯।୭: ଚାଇନାରେ ତାପମାତ୍ରା ବୃଦ୍ଧି ହେତୁ ଲୋକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଜଙ୍ଗଲରେ ନିଆଁ ଯୋଗୁ ୟୁରୋପର ଅଧିକାଂଶ ଅଞ୍ଚଳ ଏସିଆ ଏବଂ ଆମେରିକାର କିଛି ଅଂଶରେ ଲୁ ଅନୁଭୂତ ହେଉଛି।

ଗ୍ରୀସ ଏବଂ କାନାରି ଦ୍ୱୀପପୁଞ୍ଜରେ ଜଙ୍ଗଲ ନିଆଁକୁ ଆୟତ୍ତ କରାଯାଉଛି। ଆଲପେ ଡି’ହ୍ୟୁଜରେ ୨୯.୫ ରେକର୍ଡ ହୋଇଥିବବେଳେ ପାଇରେନେଜରେ ୪୦.୬ଡିଗ୍ରୀ ରେକର୍ଡ କରାଯାଇଛି।
ଏନେଇ ଜାତିସଂଘର ବିଶ୍ୱ ପାଣିପାଗ ବିଭାଗ (ଡବ୍ଲୁଏମଓ) ହାଇ ଆଲର୍ଟ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri