ସ୍ଥିତି ଦୋହରାଇବ ୟୁରୋପ

ପ୍ୟାରିସ,୨୦ା୭: ୟୁରୋପର ଅନେକ ଦେଶ ସମେତ ଆମେରିକାର ରାଜ୍ୟଗୁଡିକରେ ପ୍ରବଳ ଉତ୍ତାପ ଜାରି ରହିଛି। ରେକର୍ଡ ଭାଙ୍ଗୁଥିବା ଉତ୍ତାପ ପୁଣି ଥରେ ଲୋକଙ୍କ, ବିଶେଷକରି ଶିଶୁ ଏବଂ ବୃଦ୍ଧଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ବଢ଼ାଇଛି।

ବିଶେଷଜ୍ଞମାନେ କୁହନ୍ତି, ଜଳବାୟୁ ପରିବର୍ତ୍ତନ ହେତୁ ଉତ୍ତାପ ଲହରି ଏପରି ଅବସ୍ଥା ସୃଷ୍ଟି ହେଉଛି। ଏହି ଏହି ଅବସ୍ଥା ମାନବ ଶରୀର ପାଇଁ ଅତ୍ୟନ୍ତ ବିପଜ୍ଜନକ ହୋଇପାରେ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏହା ଡିହାଇଡ୍ରେସନ, ହିଟ୍‌ ଷ୍ଟ୍ରୋକ ଏବଂ ଏପରିକି ମୃତ୍ୟୁ କାରଣ ମଧ୍ୟ ହୋଇପାରେ।

ଅନୁସନ୍ଧାନରୁ ଜଣାପଡ଼ିଛି, ଗତ ଗ୍ରୀଷ୍ମ ଋତୁରେ ୟୁରୋପରେ ୬୧୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା। ୨୦୨୩ରେ ମଧ୍ୟ ଏଭଳି ପରିସ୍ଥିତି ଉପୁଜିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ):ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ଭାରତର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri