Posted inଖେଳ

ୟୁରୋକପ୍‌ ଫାଇନାଲ: କଳାବଜାର : ୮୩ ହଜାର ଟଙ୍କାର ଟିକେଟ ଏବେ ୫୬ ଲକ୍ଷ

ଲଣ୍ଡନ,୧୦।୭: ଇଂଲଣ୍ଡ ଓ ଇଟାଲୀ ମଧ୍ୟରେ ରବିବାର ଆୟୋଜନ ହେବାକୁ ଥିବା ୟୁରୋକପ୍‌ ଫାଇନାଲକୁ ନେଇ ସାରା ଦେଶରେ ଜବରଦସ୍ତ ଉତ୍ସାହ ଦେଖାଦେଇଛି। ସ୍ଥାନୀୟ ଓ୍ବେମ୍ବଲି ଷ୍ଟାଡିୟରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ସମ୍ପୂର୍ଣ୍ଣ ୯୦ ହଜାର ଦର୍ଶକ ଉପସ୍ଥିତ ରହିବେ। ଫଳରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେବ ବୋଲି ଆଶଙ୍କା କରାଯାଉଛି। ଏହି ମ୍ୟାଚ୍‌ର ଟିକେଟ କଳାବଜାରରେ ବିକ୍ରି ହୋଇଛି ଓ ଏହାର ମୂଲ୍ୟ ଆକାଶଛୁଆଁ ହୋଇଛି। ୮୩ ହଜାର ଟଙ୍କାର ଟିକେଟ ୫୬ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ଷ୍ଟାଡିୟମ ଖଚାଖଚ୍‌ ଭରା ହେବ। ପ୍ରଥମଥର ପାଇଁ ଇଂଲଣ୍ଡ ୟୁରୋକପ୍‌ ଫାଇନାଲରେ ପ୍ରବେଶ କରିଛି। ଟାଇଟଲ ଜିତିଲେ ଇଂଲଣ୍ଡ ଇତିହାସ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri