Advertisement

ରୁଷିଆକୁ ‘ଆତଙ୍କବାଦ ପ୍ରାୟୋଜକ ଦେଶ’ ଘୋଷଣା କଲା ୟୁରୋପୀୟ ସଂସଦ

ଲଣ୍ଡନ,୨୩।୧୧: ୟୁରୋପୀୟ ସଂସଦ ରୁଷିଆକୁ ‘ଆତଙ୍କବାଦ ପ୍ରାୟୋଜକ ଦେଶ’ ଘୋଷଣା କରିଛି। ୟୁରୋପୀୟ ସଂସଦ ଯୁକ୍ତି କରିଛି, ୟୁକ୍ରେନ ଉପରେ ରୁଷିଆର ସାମରିକ ଆକ୍ରମଣ ସାଧାରଣ ନାଗରିକ, ଡାକ୍ତରଖାନା, ବିଦ୍ୟାଳୟ ଏବଂ ଆଶ୍ରୟସ୍ଥଳୀକୁ ଲକ୍ଷ୍ୟ କରି କରାଯାଉଛି। ଏହା ଅନ୍ତର୍ଜାତୀୟ ନିୟମକୁ ଉଲ୍ଲଂଘନ କରିଛି। ଏପରି ଆକ୍ରମଣ ଏକ ନିଷ୍ଠୁର ତଥା ଅମାନୁଷିକ କାର୍ଯ୍ୟ ବୋଲି ୟୁରୋପୀୟ ସଂସଦ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଥ୍‌ କୋରିଆରେ ୩ ଦିନରେ ୧୧ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ

ସିଓଲ୍‌,୨୧।୩: ସାରା ବିଶ୍ୱର ଅନେକ ଦେଶରେ ପୁଣି ଥରେ କରୋନା ପ୍ରକୋପ ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ସାରା ବିଶ୍ୱରେ ୧୧ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ସାମ୍ନାକୁ...

ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…

ଲଣ୍ଡନ,୧୮ା୬: ବ୍ରିଟେନର ଏକ ରିୟାଲିଟି ଟିଭି ଶୋ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଅସମଡାଡ୍‌ ନାମକ ଏହି ଶୋ’ର ତୃତୀୟ ସିଜନ ଆରମ୍ଭ ହୋଇଛି। ତେବେ ଏହାର...

ମହଙ୍ଗା ପଡିଲା ଲକ୍‌ଡାଉନ ଅନୁଭୂତି ଶେୟାର କରିବା!

ବେଜିଂ,୨୮ ।୧୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହା ପ୍ରଥମେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କୁହାଯାଏ...

୪ ଗୋଡ଼ିଆ ତିମି ମାଛର ଜୀବାଶ୍ମ ମିଳିଲା…

କାଇରୋ,୨୯।୮: ଗୋଡ଼ ଥିବା ତିମି ମାଛ କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭବିକ। ତେବେ ଇଜିପ୍ଟର ଫାୟୋମ୍‌ ସ୍ଥିତ ମରୂଭୂମିରୁ ଏଭଳି ତିମି...

ଜଣେ କରୋନା ସଂକ୍ରମିତ ମିଳିବା ପରେ ସମ୍ପୂର୍ଣ୍ଣ ଦେଶରେ ଲକଡାଉନ୍ ଘୋଷଣା

ୱେଲିଂଟନ,୧୭ ।୮: କରୋନାକୁ ନେଇ ବେଶ୍ ସଚେତନ ନ୍ୟୁଜିଲାଣ୍ଡ ସରକାର । ମଙ୍ଗଳବାର ନ୍ୟୁଜିଲାଣ୍ଡର ଓକଲ୍ୟାଣ୍ଡରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଧାନମନ୍ତ୍ରୀ...

ଦୁନିଆରେ ହାହାକାର: ବିପଦରେ ମାନବାଧିକାର; ୧୧୯ ଦେଶରେ ଲୋକଙ୍କ ସ୍ବାଧୀନତା ଉପରେ ପହରା

ଓ୍ବାଶିଂଟନ,୧୦।୧୨: ପ୍ରତିବର୍ଷ ଡିସେମ୍ବର ୧୦ରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଥାଏ। ଲୋକଙ୍କ ମଧ୍ୟରେ ମାନବାଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହା କରାଯାଇଥାଏ। ତେବେ...

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ,୫।୧୨: ୟୁକ୍ରେନ ସୀମାରେ ରୁଷିଆ ସୈନ୍ୟ ଠୁଳ କରିବା ନେଇ ଆମେରିକା ଚିନ୍ତା ପ୍ରକଟ କରିଛି। ଏହା ଯୋଗୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ...

ଇମ୍ରାନ୍‌ଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀର ଷଡ଼ଯନ୍ତ୍ର: ଚରମପନ୍ଥୀ ନେତାଙ୍କ ସହ ଯୋଗାଯୋଗ

ଇସଲାମାବାଦ୍‌,୬।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବଂ ସୈନ୍ୟ ବାହିନୀ ପକ୍ଷରୁ ଷଡ଼ଯନ୍ତ୍ର ଆରମ୍ଭ...

Advertisement
Archives

Model This Week