ଅଷ୍ଟ୍ରେଲିଆରେ ଇଚ୍ଛାମୃତ୍ୟୁର ବୟସ ୧୮ରୁ ୧୪କୁ ହ୍ରାସ!

କାନବେରା,୩୦।୬:୧୪ବର୍ଷିୟ ନାବାଳିକ ମଧ୍ୟ ଇଚ୍ଛାମୃତ୍ୟୁ କରିପାରିବେ। ଏପରି ଏକ ଆଇନ୍‌ ଆଣିବାକୁ ଯାଉଛନ୍ତି ଅଷ୍ଟ୍ରେଲିଆ ସରକାର। ଅଷ୍ଟ୍ରେଲିଆର ରାଜଧାନୀ କେନବରାରେ ମସ୍କିଷ୍କ ବିକୃତ ବ୍ୟକ୍ତିଙ୍କ ଇଚ୍ଛାମୃତ୍ୟୁ କରିବାର ବୟସ ୧୮ରୁ ୧୪ବର୍ଷକୁ ହ୍ରାସ କରିଛନ୍ତି। ଯଦି ଏହି ଆଇନ ପାରିତ ହୁଏ, ତେବେ ଏହା ସବୁଠାରୁ ଉଦାରବାଦୀ ଆଇନ ଭାବେ ପରିଗଣିତ ହେବ ବୋଲି ଆଲୋଚନା କରାଯାଉଛି। ଯାହାଦ୍ୱାରା ଛୋଟ ପିଲାମାନେ ମଧ୍ୟ ଇଚ୍ଛାମୃତ୍ୟୁ କରିପାରିବେ।

ଅନ୍ୟପକ୍ଷରେ ସରକାରଙ୍କ ଏହି ଆଇନ୍‌କୁ ନେଇ ବିବାଦ ତେଜିବାରେ ଲାଗିଛି। ଏନେଇ ଛାୟା ମନ୍ତ୍ରୀ ଜେମ୍ସ ପାଟରସନ ଏହାକୁ ଭୟଙ୍କର ବୋଲି କହିଛନ୍ତି। ସେ କହିଛନ୍ତି, ୧୪ବର୍ଷିୟ ଟିନ୍‌ ଏଜର୍‌ ଯେଉଁମାନେ କୌଣସି ନିଷ୍ପତ୍ତି ନେବାକୁ ସକ୍ଷମ ହୋଇ ନାହାନ୍ତି ସେମାନଙ୍କ ଇଚ୍ଛାମୃତ୍ୟୁ ବାଛିବାର ଅଧିକାର ଦେବା କେତେ ଦୂର ଠିକ ହେବ।
ଏଠାରେ କହି ରଖୁଛୁ କି, ନେଦରଲ୍ୟାଣ୍ଡରେ ଇଚ୍ଛାମୃତ୍ୟୁର ଅବଧି ୧୨ବର୍ଷ ରଖିବାକୁ ସଂସଦରେ ଅନୁମୋଦନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri