ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ ଶର୍ମା ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏଭଲିନ ନିକଟରେ ଅଷ୍ଟ୍ରେଲିୟ ପ୍ରେମିକ ତୁଷାନ ଭିଣ୍ଡିଙ୍କୁ ବିବାହ କରିଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ପ୍ରଶଂସକଙ୍କୁ ସୂଚନା ଦେଇଛନ୍ତି। ଏଭଲିନ ଦୀର୍ଘ ଦିନ ଧରି ଅଷ୍ଟ୍ରେଲୀୟ ଦନ୍ତ ଚିକିତ୍ସକ ତୁଷାନଙ୍କୁ ଡେଟ କରୁଥିଲେ। ଏଭଲିନ ତୁଷାନଙ୍କ ସହ ତାଙ୍କ ବିବାହର ଫଟୋ ଶେୟାର କରି ଲେଖିଛନ୍ତି – ‘ସବୁଦିନ ପାଇଁ।’ କରୋନା ଦ୍ୱିତୀୟ ଏହର ମଧ୍ୟରେ ସେ ଅତି ସରଳ ଢଙ୍ଗରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri