ମଦର ଗୋଟିଏ ବୁନ୍ଦା ବି ହୋଇପାରେ କ୍ୟାନସରର କାରଣ: ଡବ୍ଲୁଏଚଓ

ୱାଶିଂଟନ,୧୦ ।୧: ଅନେକ ଲୋକ ଭାବନ୍ତି କମ ପରିମାଣରେ ମଦ ପିଇଲେ ଏହା ଶରୀରର କୌଣସି କ୍ଷତି କରି ନଥାଏ । ହେଲେ ଏପରି ଭାବିବା ସମ୍ପୂର୍ଣ୍ଣ ରୂପେ ଭୁଲ । ଏହାକୁ ନେଇ ଅନେକ ଷ୍ଟଡି କରାଯାଇଛି । ହେଲେ ଏବେ ଏକ ଗବେଷଣାର ତଥ୍ୟ ସମସ୍ତଙ୍କୁ ଚମକାଇ ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଦାବି କରିଛି ଯେ ମଦର ଗୋଟିଏ ବୁନ୍ଦା ବି ଶରୀରରେ କ୍ୟାନସର ସୃଷ୍ଟି କରିପାରେ ।
ଡବ୍ଲୁଏଚଓ କହିଛି ମଦ ହେଉଛି ଏକ ହାନିକାରଣ ପାନୀୟ, ଏଥିରୁ ଦୂରେଇ ରହିବା ଭଲ । ମଦର ଏମିତି କୌଣସି ଗୁଣ ନାହିଁ ଯାହା କମ ପିଇଲେ ବା ଅଧିକ ପିଇଲେ କ୍ଷତି ହେବ ନାହିଁ । ଡବ୍ଲୁଏଚଓର ଲାସେଂଟ ପବ୍ଲିକ ହେଲ୍‌ଥରେ ଛପା ଯାଇଥିବା ଏକ ଆର୍ଟିକଲ ପରେ ଲୋକେ ଅଧିକ ସତର୍କ ରହିବା ଜରୁରୀ ।
ଷ୍ଟଡିରେ କୁହାଯାଇଛି କି ମଦ ପିଇଲେ ୭ ପ୍ରକାରର କ୍ୟାନସର ହେବାର ଆଶଙ୍କା ଥାଏ । ଥ୍ରୋଟ କ୍ୟାନସର, ଲିଭର, କୋଲନ, ମାଉଥ, ବ୍ରେଷ୍ଟ ଓ ଏସୋଫେଗାସ କ୍ୟାନସରର ଆଶଙ୍କା ବଢିଯାଇଥାଏ । ଲୋକେ କୁହନ୍ତି ଏତିକି ମାତ୍ରାରେ ମଦ ପିଇଲେ କୌଣସି ଅସୁବିଧା ନାହିଁ । ହେଲେ ଏହା ସମ୍ପୂର୍ଣ୍ଣ ଭୁଲ । କମ୍ ହେଉ ଅବା ବେଶୀ ଏହା ଶରୀରରେ କ୍ଷତି ପହଞ୍ଚାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri