Advertisement

୨୪ ଘଣ୍ଟା ପରେ ବି ସୁଧୁରୁନି ସ୍ଥିତି : ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୪।୯(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥର ସୁଲୁମାହା ନିକଟରେ ଏକ ଅସ୍ଥାୟୀ ପୋଲ ଧୋଇଯାଇଛି। ୨୪ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଯାତାୟାତ ସ୍ବାଭାବିକ ହୋଇପାରିନାହିଁି ା ପୋଲଟି ନିମ୍ନମାନର ହୋଇଥିବାରୁ ଲଗାଣ ବର୍ଷାରେ ଏପରି ହୋଇଥିବା କୁହାଯାଇଛି। ପୋଲ ଧୋଇଯିବା ଫଳରେ ବାଲିଗୁଡ଼ା ଠାରୁ ଦାରିଙ୍ଗବାଡ଼ି ଦେଇ ବ୍ରହ୍ମପୁର, ଭଞ୍ଜନଗର, ସୋରଡ଼ା ଆଦି ଅଞ୍ଚଳକୁ ଯାତାୟତ ବନ୍ଦ ରହିଛି ା ତେବେ କିଛି ବସ୍‌ ଅଲଗା ରାସ୍ତା ଦେଇ ଚଳାଚଳ କରୁଥିଲେ ସୁଦ୍ଧା ଦାରିଙ୍ଗବାଡ଼ି ଠାରୁ ସିମନବାଡ଼ିକୁ ସମସ୍ତ ବସ୍‌ ଚଳାଚଳ ଠପ ହୋଇଯାଇଛି ା ଠିକାସଂସ୍ଥା ପକ୍ଷରୁ ଉକ୍ତ ଅସ୍ଥାୟୀ ପୋଲକୁ ମରାମତି କରାଯାଇଥିଲେ ମଧ୍ୟ ତାହା ବାରମ୍ବାର ଧୋଇଯିବାରୁ ଏବେ ଚିନ୍ତା ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ଭିଡ଼: ମ୍ୟାନେଜରଙ୍କୁ ତାଗିଦ

ପିପିଲି,୧୬ା୪(ଡି.ଏନ.ଏ): ସାତଶଙ୍ଖ ଆନ୍ଧ୍ରା ବ୍ୟାଙ୍କରେ ବୁଧବାର ଅସମ୍ଭାଳ ଭିଡ଼ ଲାଗିଥିଲା। ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ନ ଥିଲା। ଉଜ୍ୱଳା ଯୋଜନାରେ ଗ୍ୟାସ ବାବଦ ଟଙ୍କା...

ଭୁଜାଲି ମାଡ଼ରେ ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଗଣ୍ଡାଧର ପଞ୍ଚାୟତର ବିରୂପାକ୍ଷ ନାୟକଙ୍କୁ ଶୁକ୍ରବାର ଭୁଜାଲିରେ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଗନ୍ନାଥପ୍ରସାଦ ଓ ପରେ...

ପ୍ରସ୍ଫୁଟିତ ହେବେ ପ୍ରତିଭା

ଅନୁଗୋଳ ଅଫିସ, ୯ା୭ ବଦଳିବ ଅନୁଗୋଳ କ୍ରିକେଟ୍‌ର ଭାଗ୍ୟ। ପ୍ରସ୍ଫୁଟିତ ହେବେ ଜିଲା କ୍ରିକେଟ୍‌ ପ୍ରତିଭା। ଉଜ୍ଜ୍ୱଳ ହେବ ଏଠାକାର ଖେଳାଳିଙ୍କ ଭବିଷ୍ୟତ। ଏପରି ସମ୍ଭାବନା...

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି)...

ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା...

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି।...

ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ

ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ।...

୧୦ ଟଙ୍କିଆ କଏନ୍‌ ଚଳୁ ନ ଥିବା ଗୁଜବ

ଭବାନୀପାଟଣା, ୩୦ା୬(ଡି.ଏନ୍‌.ଏ.) : ଭବାନୀପାଟଣାରେ ଦଶ ଟଙ୍କିଆ କଏନ୍‌ ଚଳୁ ନାହିଁ ବୋଲି ମିଥ୍ୟା ପ୍ରଚାର କରାଯାଉଛି। ଏପରି ଗୁଜବ ଯୋଗୁ କୌଣସି ଦୋକାନୀ ଆଉ...

Advertisement
Archives

Model This Week