ଟିକା ନେବା ପରେ ବି ୧୪ ଡାକ୍ତର କରୋନା ପଜିଟିଭ୍‌

ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ୨୨ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସ୍ତ୍ରୀରୋଗ ବିଭାଗର ଡାକ୍ତରମାନଙ୍କ ନୁମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରୁ ୧୪ ଜଣ ଡାକ୍ତର କରୋନା ଟିକା ନେଇସାରିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। କଡ଼ାକଡ଼ି ଯାଞ୍ଚ୍‌ କରା ନ ଯିବା ଏବଂ ଟିକାକରଣ କମିବା ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri