ବ୍ରେକ୍‌ଅପ୍‌ ପରେ ବି ଏକ୍ସ-ବୟଫ୍ରେଣ୍ଡଙ୍କ ହାତ ଛାଡିନାହାନ୍ତି ମିସ ୟୁନିଭର୍ସ

ପୂର୍ବତନ ମିସ ୟୁନିଭର୍ସ ସୁସ୍ମିତା ସେନ ହୃଦଘାତ ପରେ ପ୍ରଶଂସକଙ୍କ ଗହଣକୁ ପୁଣି ଫେରିଛନ୍ତି। ସେ ତାଙ୍କ ପୂର୍ବତନ ପ୍ରେମିକା ରୋହମାନ ଶଲଙ୍କ ସହ ନଜର ଆସିଛନ୍ତି। ଦୁହିଁଙ୍କୁ ଏକାଠି ଦେଖି ତାଙ୍କ ପ୍ରଶଂସକମାନେ ବହୁତ ଖୁସି ଅଛନ୍ତି। ଏହି ଅବସରରେ ମୁମ୍ବାଇରେ ଲାକ୍‌ମୀ ଫ୍ୟାଶନ ଓ୍ବିକ୍‌ ଥିଲା। ଏଠାରେ ଉଭୟ ରୋହମାନ ଏବଂ ସୁସ୍ମିତା ଏକାଠି ନଜର ଆସିଥିଲେ। ବ୍ରେକଅପ ପରେ ରୋହମାନ ଏବଂ ସୁସ୍ମିତାଙ୍କ ଏକାଠି ହେବା ଖବର ଚର୍ଚ୍ଚାକୁ ଆସିଛି।
ରୋହମାନ ଏବଂ ସୁସ୍ମିତାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ ଉଭୟ ବହୁତ ଖୁସି ଦେଖାଯାଉଛନ୍ତି, ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି କାର୍ଯ୍ୟକ୍ରମରେ ସୁସ୍ମିତାଙ୍କୁ ହଳଦିଆ ଲେହେଙ୍ଗାରେ ଦେଖିବାକୁ ମିଳିଥିଲା। ରୋହମାନଙ୍କୁ ଏକ ଧଳା ବ୍ଲେଜରରେ ଦେଖିବାକୁ ମିଳିଥିଲା। ଦୁହେଁ ଏକାଠି ବୁଲୁଥିବାର ନଜର ଆସିଥିଲେ। ନିକଟରେ ସୁସ୍ମିତା ଏକ ପୋଷ୍ଟ ଜରିଆରେ ହୃଦ୍‌ଘାରର ଶିକାର ହୋଇଥିବା କହିଥିଲେ।

 

View this post on Instagram

 

A post shared by @varindertchawla


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri