ଛାଡ଼ପତ୍ର ପରେ ବି ନିଜକୁ ଏହି ଅଭିନେତ୍ରୀ କୁହନ୍ତି ଅବିବାହିତା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ମଲ୍ଲିକା ଶେରାଓ୍ବତ ୨୦୦୩ ମସିହାରେ ଫିଲ୍ମ ‘ଖ୍ବାହିଶ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ । ପ୍ରଥମ ଚଳଚ୍ଚିତ୍ରରେ ୧୭ଟି ଚୁମ୍ବନ ଦୃଶ୍ୟ ସହିତ ମଲ୍ଲିକା କ୍ୟାରିୟର ଆରମ୍ଭ କରିଥିଲେ। ତେବେ ମଲ୍ଲିକା ଫିଲ୍ମ ‘ମର୍ଡର’ରୁ ଖ୍ୟାତି ଅର୍ଜନ କରିଥିଲେ। କେବଳ ଫିଲ୍ମର ଗୀତ ସୁପରହିଟ ହୋଇ ନ ଥିଲା, ମଲ୍ଲିକା-ଇମ୍ରାନଙ୍କ ଯୋଡିକୁ ପ୍ରଶଂସକ ବହୁତ ପସନ୍ଦ କରିଥିଲେ।
ତେବେ ମଲ୍ଲିକାଙ୍କ ପ୍ରକୃତ ନାମ ହେଉଛି ରିମା ଲାମ୍ବା। ସେ ତାଙ୍କ ନାମ ରିମାରୁ ମଲ୍ଲିକାକୁ ପରିବର୍ତ୍ତନ କରିଥିଲେ। ଏହା ସହିତ ତାଙ୍କ ବିଷୟରେ ମଧ୍ୟ କୁହାଯାଇଛି ଯେ, ମଲ୍ଲିକା ବଲିଉଡରେ ଡେବ୍ୟୁ ପୂର୍ବରୁ ବିବାହ କରିଥିଲେ। ପରେ ତାଙ୍କର ଛାଡପତ୍ର ହୋଇଥିଲା।

ପଢ଼ା ଶେଷ କରିବା ପରେ ମଲ୍ଲିକା ଜଣେ ଏୟାରହୋଷ୍ଟେସ ଭାବରେ କାମ କରିଥିବା କୁହାଯାଉଛି। ଯେଉଁଠାରେ ସେ ପାଇଲଟ କରଣ ସିଂ ଗିଲଙ୍କୁ ଭେଟିଥିଲେ। କରଣଙ୍କଠାରୁ ବନ୍ଧୁତା ଆରମ୍ଭ ହୋଇଥିଲା। ଧୀରେ ଧୀରେ ଏହି ବନ୍ଧୁତା ପ୍ରେମରେ ପରିଣତ ହେଲା। ପରେ ବିବାହ। କିନ୍ତୁ ପ୍ରାୟ ଏକ ବର୍ଷ ପରେ ମଲ୍ଲିକା ଏବଂ କରଣଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଲା। ଉଭୟ ପରସ୍ପରକୁ ଛାଡପତ୍ର ଦେଇଥିଲେ । ତଥାପି, ମଲ୍ଲିକା ଏହାକୁ କେବେ ପ୍ରକାଶ କରିନାହାନ୍ତି । ସେ ଏପରି ପ୍ରଶ୍ନର କୌଣସି ଉତ୍ତର ଦିଅନ୍ତି ନାହିଁ। ସର୍ବଦା ନିଜକୁ ଅବିବାହିତା କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri