ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି।
ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ ଭାକ୍ସିନ ଶତ ପ୍ରତିଶତ କାମ କରିଥିବାର ତଥ୍ୟ ମିଳିପାରିନି। ବିଭିନ୍ନ ଭାକ୍ସିନ ୭୦ରୁ ୯୦ ପ୍ରତିଶତ ଭିତରେ କାର୍ଯ୍ୟ କରୁଛି। ଭାକ୍ସିନ ନେବା ଦ୍ୱାରା ଆମ ଦେହରେ କୋଭିଡ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହେଉଛି। କିନ୍ତୁ ଆମ ପରିବେଶରେ ଯେହେତୁ ସଂକ୍ରମଣ ରହିଛି, ତେଣୁ ସଂକ୍ରମଣ ହେବ। ମାତ୍ର ଭାକ୍ସିନର ଡବଲ ଡୋଜ୍‌ ନେବା ପରେ ଗୁରୁତର ହେବା ଆଶଙ୍କା କମି ଯାଉଛି। ତେଣୁ ଟିକା ନେବା ପରେ ବି ସମସ୍ତେ କରୋନା ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ। ଆମ ରାଜ୍ୟ ଏବେ ଭଲ ସ୍ଥିତିରେ ଅଛି। ଆମେ ସ୍ଥିର ସ୍ତରକୁ ଯାଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ଗେମ୍‌ ପାଇଁ ଗଲା ଛାତ୍ରଙ୍କ ଜୀବନ

ଆନନ୍ଦପୁର,୩୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଇନ୍ଦୁପୁରା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ମୋବାଇଲରେ ଗେମ୍‌ ଖେଳିବାକୁ ମନା କରିବାରୁ ଜଣେ ନବମ...

ପରଲୋକରେ ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକ

କେସିଙ୍ଗା,୨୪।୭(ଡି.ଏନ୍‌.ଏ.): କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ତେବେ ପୁରୀ ସ୍ବର୍ଗଦ୍ୱାରରେ...

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି...

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରତ୍ନବେଦୀ ଛାଡି ଜନ୍ମ ବେଦୀକୁ ଯିବେ ବିଶ୍ୱ ନିୟନ୍ତା। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି...

୧୬୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ: ବିକ୍ରମଦେବ କଲେଜରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କୋରାପୁଟ,୩।୨(ସ୍ବ.ପ୍ର. ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଲେଜରେ...

ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା।...

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅନ୍ତରୀଣ ରହିତାଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୭ା୯: ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତରେ...

ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡ଼ା ଧରାଳିଙ୍କ ଭିଡ଼

ମହାକାଳପଡ଼ା,୧୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଢ଼ୁଆ କଙ୍କଡା ଧରାଳିଙ୍କ ଭିଡ଼ ଜମୁଛି। ସେମାନେ ଅଭୟାରଣ୍ୟ ଭିତରକୁ ବେଆଇନ ଭାବେ...

Advertisement
Archives

Model This Week