ବିବାହ ପରେ ମଧ୍ୟ ଏହି ଅଭିନେତ୍ରୀଙ୍କ ସହ ଶତ୍ରୁଘ୍ନଙ୍କ ଥିଲା ପ୍ରେମ ସମ୍ପର୍କ: ସବୁକିଛି ଜାଣିଥିଲେ ସ୍ତ୍ରୀ

ଶତ୍ରୁଘ୍ନ ସିହ୍ନା, ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା। ପାରିବାରିକ ପୃଷ୍ଠଭୂମି ନଥିଲେ ମଧ୍ୟ ସେ ବଲିଉଡରେ ନାମ ଅର୍ଜନ କରିଥିଲେ,। ସେ ତାଙ୍କ ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖୁଥିଲେ। କେବଳ ପରଦାରେ ନୁହେଁ, ରାଜନୀତିର ମଞ୍ଚରେ ମଧ୍ୟ ନାଁ କରିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ତାଙ୍କ ସମ୍ପର୍କିତ ଅନେକ କଥା ଜାଣନ୍ତୁ …

ସେ ୧୯୪୫ ଡିସେମ୍ବର ୯ରେ ବିହାରର ପାଟନାରେ ଜନ୍ମଗ୍ରହଣ କରିଥିଲେ। ଦେବ୍‌ ଆନନ୍ଦଙ୍କ ଫିଲ୍ମ ‘ପ୍ରେମ ପୂଜାରୀ’ ସହିତ ବଲିଉଡରେ ଡେବ୍ୟୁ କରିଥିବା ଶତ୍ରୁଘ୍ନ ପାରାସ (୧୯୭୧), ଦୋସ୍ତ (୧୯୭୪), କଲା ପାଥର୍‌ (୧୯୭୯), ଦୋସ୍ତାନା (୧୯୮୦) ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ତାଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ବିଶେଷ ଚର୍ଚ୍ଚାରେ ରହିଥିଲା। Shatrughan Sinha Reena Roy affair: When Reena Roy made Shatrugan Sinha  break into tears' | Hindi Movie News - Times of Indiaପୂର୍ବତନ ମିସ ୟଙ୍ଗ ଇଣ୍ଡିଆ ପୁନମ ଚଣ୍ଡିରମଣିଙ୍କ ସହ ତାଙ୍କର ୧୯୮୦ ବିବାହ ପରେ ମଧ୍ୟ ଅଭିନେତ୍ରୀ ରିନା ରୟଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ବେଶ୍‌ ଚର୍ଚ୍ଚାରେ ଥିଲା। ଯେତେବେଳେ ଶତ୍ରୁଘ୍ନଙ୍କ ନାମ ରିନାଙ୍କ ସହ ଯୋଡ଼ା ଯାଇଥିଲା, ସେତେବେଳେ ସେ ବିବାହିତ ଥିଲେ। ଏକ ସାକ୍ଷାତକାରରେ ଶ୍ରତ୍ରୁଘ୍ନ ଏହା ସ୍ବୀକାର ମଧ୍ୟ କରିଥିଲେ। ସେ କହିଥିଲେ ରିନାଙ୍କ ସହ ତାଙ୍କର ସମ୍ପର୍କ ୭ ବର୍ଷ ଧରି ଚାଲିଥିଲା। ସେହିପରି ଅନ୍ୟ ଏକ ସାକ୍ଷାତକାରରେ ପୁନମ୍‌ କହଥିଲେ ଯେ, ତାଙ୍କ ସ୍ବାମୀ ଏବଂ ରିନାଙ୍କ ବିଷୟରେ ସବୁ ଜାଣିଛନ୍ତି। sonakshi sinha I Reena Roy I Truth Uncovered - YouTube

ପରେ ଶ୍ରତ୍ରୁଘ୍ନଙ୍କ ଝିଅ ତଥା ଅଭିନେତ୍ରୀ ସେନାକ୍ଷୀ ସିହ୍ନାଙ୍କ ଚେହେରା ରିନାଙ୍କ ସହ ମିସୁଥିବା ଚର୍ଚ୍ଚା ଉଠିଥିଲା। ସୋନାକ୍ଷୀ ଏହା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri