ବିବାହ ପରେ ମଧ୍ୟ ଏହି ଅଭିନେତ୍ରୀଙ୍କ ସହ ଶତ୍ରୁଘ୍ନଙ୍କ ଥିଲା ପ୍ରେମ ସମ୍ପର୍କ: ସବୁକିଛି ଜାଣିଥିଲେ ସ୍ତ୍ରୀ

ଶତ୍ରୁଘ୍ନ ସିହ୍ନା, ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା। ପାରିବାରିକ ପୃଷ୍ଠଭୂମି ନଥିଲେ ମଧ୍ୟ ସେ ବଲିଉଡରେ ନାମ ଅର୍ଜନ କରିଥିଲେ,। ସେ ତାଙ୍କ ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖୁଥିଲେ। କେବଳ ପରଦାରେ ନୁହେଁ, ରାଜନୀତିର ମଞ୍ଚରେ ମଧ୍ୟ ନାଁ କରିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ତାଙ୍କ ସମ୍ପର୍କିତ ଅନେକ କଥା ଜାଣନ୍ତୁ …

ସେ ୧୯୪୫ ଡିସେମ୍ବର ୯ରେ ବିହାରର ପାଟନାରେ ଜନ୍ମଗ୍ରହଣ କରିଥିଲେ। ଦେବ୍‌ ଆନନ୍ଦଙ୍କ ଫିଲ୍ମ ‘ପ୍ରେମ ପୂଜାରୀ’ ସହିତ ବଲିଉଡରେ ଡେବ୍ୟୁ କରିଥିବା ଶତ୍ରୁଘ୍ନ ପାରାସ (୧୯୭୧), ଦୋସ୍ତ (୧୯୭୪), କଲା ପାଥର୍‌ (୧୯୭୯), ଦୋସ୍ତାନା (୧୯୮୦) ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ତାଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ବିଶେଷ ଚର୍ଚ୍ଚାରେ ରହିଥିଲା। Shatrughan Sinha Reena Roy affair: When Reena Roy made Shatrugan Sinha  break into tears' | Hindi Movie News - Times of Indiaପୂର୍ବତନ ମିସ ୟଙ୍ଗ ଇଣ୍ଡିଆ ପୁନମ ଚଣ୍ଡିରମଣିଙ୍କ ସହ ତାଙ୍କର ୧୯୮୦ ବିବାହ ପରେ ମଧ୍ୟ ଅଭିନେତ୍ରୀ ରିନା ରୟଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ବେଶ୍‌ ଚର୍ଚ୍ଚାରେ ଥିଲା। ଯେତେବେଳେ ଶତ୍ରୁଘ୍ନଙ୍କ ନାମ ରିନାଙ୍କ ସହ ଯୋଡ଼ା ଯାଇଥିଲା, ସେତେବେଳେ ସେ ବିବାହିତ ଥିଲେ। ଏକ ସାକ୍ଷାତକାରରେ ଶ୍ରତ୍ରୁଘ୍ନ ଏହା ସ୍ବୀକାର ମଧ୍ୟ କରିଥିଲେ। ସେ କହିଥିଲେ ରିନାଙ୍କ ସହ ତାଙ୍କର ସମ୍ପର୍କ ୭ ବର୍ଷ ଧରି ଚାଲିଥିଲା। ସେହିପରି ଅନ୍ୟ ଏକ ସାକ୍ଷାତକାରରେ ପୁନମ୍‌ କହଥିଲେ ଯେ, ତାଙ୍କ ସ୍ବାମୀ ଏବଂ ରିନାଙ୍କ ବିଷୟରେ ସବୁ ଜାଣିଛନ୍ତି। sonakshi sinha I Reena Roy I Truth Uncovered - YouTube

ପରେ ଶ୍ରତ୍ରୁଘ୍ନଙ୍କ ଝିଅ ତଥା ଅଭିନେତ୍ରୀ ସେନାକ୍ଷୀ ସିହ୍ନାଙ୍କ ଚେହେରା ରିନାଙ୍କ ସହ ମିସୁଥିବା ଚର୍ଚ୍ଚା ଉଠିଥିଲା। ସୋନାକ୍ଷୀ ଏହା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?