ବିରାଟ-ଅନୁଷ୍କା ବ୍ୟସ୍ତ ରହିବା ପରେ ମଧ୍ୟ ପରସ୍ପର ପାଇଁ ଏପରି ସମୟ ବାହାର କରନ୍ତି..

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରୁ ପାର୍ଟନରଙ୍କ ପାଇଁ ସମୟ ବାହାର କରିବା  କଷ୍ଟକର ହୋଇପଡିଲାଣି । କାରଣ ଏବେ ଅଧିକାଂଶ ଘରେ ମହିଳାମାନେ ଅଫିସକୁ ଯାଉଛନ୍ତି। ଏହା  ଭଲ କଥା, କିନ୍ତୁ ଉଭୟ ସ୍ତ୍ରୀ-ସ୍ବାମୀଙ୍କ କାର୍ଯ୍ୟବ୍ୟସ୍ତତା ହେତୁ ସେମାନେ ଏକାଠି ରହିବା ଲାଗି ସେଭଳି ସମୟ ପାଆନ୍ତି ନାହିଁ। ଏହି ଭଳି ସମସ୍ୟା ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ମଧ୍ୟ ସାମ୍ନା କରୁଛନ୍ତି । ଯେଉଁମାନେ କିଛି ମୁହୂର୍ତ୍ତ ଏକାଠି ବିତାଇବା ପାଇଁ ସମସ୍ତ ପ୍ରୟାସ କରନ୍ତି।

ଅନୁଷ୍କା ଶର୍ମା ଏକ ସାକ୍ଷାତକାରରେ କହିଛନ୍ତି ଯେ, ଏକାଠି ସମୟ ବିତାଇବାକୁ ବହୁତ କମ୍‌ ସମୟ ମିଳିଥାଏ। ଆମେ ଏହି ସୁଯୋଗ ଅପେକ୍ଷାରେ ଥାଉ।  ବିବାହର ପ୍ରଥମ ମାସରେ ଦୁହେଁ କେବଳ ୨୧ ଦିନ ଏକାଠି ସମୟ ବିତାଇବାକୁ ସକ୍ଷମ ହୋଇଥିଲୁ । ଆମେ ଏକାଠି ଖାଦ୍ୟ ଖାଇବାକୁ ଚେଷ୍ଟା କରୁ।

ଏହି ଜିନିଷଗୁଡିକ ସ୍ପଷ୍ଟ ଭାବରେ ଦର୍ଶାଏ ଯେ, ଉଭୟଙ୍କ ମଧ୍ୟରେ କେତେ ବୁଝା ମଣା ଅଛି। ଆସନ୍ତୁ ଜାଣିବା ଏହି ଦମ୍ପତି ଏକାଠି ସମୟ ବିତାଇବା ପାଇଁ କଣ କରନ୍ତି …

ବିରାଟ-ଅନୁଷ୍କା ସର୍ବଦା ପରସ୍ପରକୁ ପ୍ରଶଂସା କରନ୍ତି ।ଏହା ହିଁ ସେମାନଙ୍କର ସମ୍ପର୍କକୁ ସ୍ବତନ୍ତ୍ର କରିଥାଏ। ସାକ୍ଷାତକାରରେ ବିରାଟ ଅନେକ ଥର ଏହା କହିଛନ୍ତି ଯେ ଅନୁଷ୍କା ବହୁତ କଥା ବୁଝିପାରନ୍ତି। ଏକ ବଡ ଏବଂ ମହଙ୍ଗା ଉପହାର ବଦଳରେ ଅନୁଷ୍କା ମୋ’ ସହିତ ଏକ ସଟ୍‌ ଡ୍ରାଇଭରେ ଯିବାକୁ ପସନ୍ଦ କରନ୍ତି ।ଏହା ସହିତ ଆମେ ଏକାଠି କିଛି ସମୟ ବିତାଇଥାଉ।

ପରସ୍ପରକୁ ସମର୍ଥନ
ଶୁଟିଂ ସେଟରେ ଅନୁଷ୍କାଙ୍କୁ ଭେଟିବାକୁ ଯାଆନ୍ତି ବିରାଟ, ଅନ୍ୟପଟେ କ୍ରିକେଟ ଷ୍ଟାଡିୟମରେ ନିଜର ଖୁସି ବ୍ୟକ୍ତ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ଅନୁଷ୍କା କହିଥିଲେ, ‘ବିବାହ ପରେ ସମସ୍ତଙ୍କ ଦାୟିତ୍ୱ ପୂର୍ବ ଅପେକ୍ଷା ଅଧିକ ହୋଇଯାଏ। ଆଜିର ସମୟରେ ଝିଅମାନେ ବିବାହ ପରେ ଚାକିରି କିମ୍ବା ବୃତ୍ତି ଛାଡନ୍ତି ନାହିଁ। ଯାହା ବହୁତ ଭଲ କଥା। କିନ୍ତୁ ଏଭଳି ପରିସ୍ଥିତିରେ, ଆପଣଙ୍କର ପେସାଗତ ଜୀବନ ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ସୃଷ୍ଟି କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri