Posted inଜାତୀୟ

ଆୟୁର୍ବେଦିକ୍‌ ଡାକ୍ତର ବି କରିପାରିବେ ଅପରେଶନ୍‌: କେନ୍ଦ୍ର ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୨।୧୧: ଏବେ ଆୟୁର୍ବେଦିକ୍‌ ଡାକ୍ତରମାନେ ମଧ୍ୟ ସାଧାରଣ ଅପରେଶନ୍‌ କରିପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଛି। ଆୟୁର୍ବେଦିକ୍‌ ଡାକ୍ତରମାନେ ସାଧାରଣ ଅପରେଶନ୍‌ ସହିତ ଆର୍ଥୋପେଡ଼ିକ୍‌, ଆଖି, କାନ ଏବଂ ଗଳା ଆଦିରେ ସର୍ଜରୀ କରିପାରିବେ। ଭାରତୀୟ କେନ୍ଦ୍ରୀୟ ଚିକିତ୍ସା ପରିଷଦ ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି। ଆୟୁର୍ବେଦିକ୍‌ ପୋଷ୍ଟ ଗ୍ରାଜୁଏଟ୍‌ ଡାକ୍ତରଙ୍କୁ ଏନେଇ ପ୍ରଶିକ୍ଷଣ ଦିଆଯିବ। ସୂଚନାଯୋଗ୍ୟ, ଆୟୁର୍ବେଦିକ୍‌ ଡାକ୍ତରଙ୍କୁ ଅପରେଶନ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଉଥିଲେ ମଧ୍ୟ ସେମାନଙ୍କୁ ଏଭଳି କରିବା ଲାଗି ଅଧିକାର ମିଳି ନ ଥିଲା। ମାତ୍ର ଏବେ କେନ୍ଦ୍ର ସରକାର ଏହି ଅଧିକାର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଥରସ ମାମଲା: ଅଭିଯୁକ୍ତ ପରିବାର ସଦସ୍ୟଙ୍କୁ ଭେଟିଲେ ନିର୍ଭୟା ମାମଲାର ଓକିଲ ଏପି ସିଂ

ହାଥରସ,୧୦ ।୧୦: ଉତ୍ତର ପ୍ରଦେଶ ହାଥରସ ଜିଲା ଚମ୍ପଦା କୋତବାଲି ଅଞ୍ଚରେ ହୋଇଥିବା ଗଣ ବଳାତ୍କାର ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମନାକୁ ଆସୁଛି...

ସୁପ୍ରିମକୋର୍ଟ ଗଲେ ସୁଶାନ୍ତଙ୍କ ପରିବାର

ନୂଆଦିଲ୍ଲୀ,୩୦।୭: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଏବେ ବିହାର ପୋଲିସ ଯାଞ୍ଚ୍‌ ଆରମ୍ଭ କରିଛି। ଏହି ମାମଲାର ସିବିଆଇ ଯାଞ୍ଚ ଦାବିକୁ ନେଇ...

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ,...

ସପ୍ତାହରେ ୨ ଦିନ ବନ୍ଦ ରହିବ ଡେରାଡୁନ

ଡେରାଡୁନ,୪।୬: କରୋନା ସଂକ୍ରମଣ ଦୃଷ୍ଟିରୁ ଗତ ମାର୍ଚ୍ଚ ମାସଠାରୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଜୁନ୍‌ ପହିଲାରୁ ଅନ୍‌ଲକ୍‌ ୧.୦ ଲାଗୁ କରାଯାଇଛି। ଏହି...

ବାଜପେୟୀଙ୍କ କବିତା ମାଧ୍ୟମରେ ଦୀପ ଜଳାଇବାକୁ ଆହ୍ୱାନ ଦେଲେ ମୋଦି

ନୂଆଦିଲ୍ଲୀ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି।ରବିବାର ରାତି ୯ଟା ୯ ମିନିଟରେ ସମସ୍ତେ ବିଜୁଳି ବତୀ ଲିଭାଇ ଦୀପ...

୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍‌କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍‌ କଲେ ସ୍ବାଗତ

ବେଙ୍ଗାଲୁର୍‌,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍‌ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ।...

ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ,୪ା୧୨(ପି.ଟି.)-କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ଆସନ୍ତା ୮ ତାରିଖରେ ଭାରତ ବନ୍ଦ କରିବାକୁ ଡାକରା ଦେଇଛନ୍ତି। ଗୁରୁବାର...

ଶାନ୍ତିବନରେ ସଞ୍ଜୟ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାନେକା ଓ ବରୁଣ

ନୂଆଦିଲ୍ଲୀ,୨୩।୬: ସଞ୍ଜୟ ଗାନ୍ଧୀଙ୍କ ୩୯ତମ ପୁଣ୍ୟତିଥିରେ ରବିବାର ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାନ୍ତିବନଠାରେ ଥିବା ସଞ୍ଜୟଙ୍କ ସମାଧିସ୍ଥଳରେ ଅନ୍ୟ...

Advertisement


Archives

Model This Week