ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର ଲୋକେ ପାଳନ କରୁଥିବା ଦେଖାଯାଏ। ବିଶ୍ୱାସ ରହିଛି, ଏହି ପର୍ବର ମୁଖ୍ୟ ଆକର୍ଷଣ ଥିବା କ୍ରିସ୍‌ମସ୍‌ ଟ୍ରିକୁ ଯଦି ସୁନ୍ଦର ଭାବେ ସଜାଇ ଘରେ ରଖାଯାଏ ତା’ହେଲେ ସାଣ୍ଟା କ୍ଲଜ୍‌ ଆମ ପାଇଁ ଗୁଡ୍‌ ଲକ୍‌ ନେଇ ଆସିଥାନ୍ତି। ତା’ଛଡ଼ା ଘରେ ବି ଅନେକ ସକାରାତ୍ମକ ଊର୍ଜାର ପ୍ରଭାବ ବଢ଼ିଥାଏ।

ଯେମିତିକି: ଘର ଲୋକଙ୍କ ଭିତରେ ସମ୍ପର୍କ ମଜଭୁତ୍‌ ହୋଇଥାଏ। ଘରେ ଥିବା ବାସ୍ତୁଦୋଷ ଦୂରହୋଇ ଶୁଭଫଳ ପ୍ରାପ୍ତି ହୁଏ। ପରିବାର ସଦସ୍ୟଙ୍କର ଅବସାଦ ଦୂରହୋଇ ଘରେ ଖୁସିର ମାହୋଲ ଖେଳିଯାଇଥାଏ।

ଏହାଛଡ଼ା ଘରେ ଯଦି କିଛି ନକାରାତ୍ମକ ଶକ୍ତିର ପ୍ରଭାବ ରହିଥାଏ, ତାହା ବି କ୍ରିସ୍‌ମସ୍‌ ଟ୍ରିର ପ୍ରଭାବରେ ନଷ୍ଟ ହୋଇଯାଇଥାଏ। ତେବେ କ୍ରିସ୍‌ମସ୍‌ ଟ୍ରିକୁ ରଖିବା ପାଇଁ ସବୁଠୁ ଭଲ ଦିଗ ହେଉଛି ଉତ୍ତର ଦିଗ।

ଯଦି ଏହା ସମ୍ଭବ ହେଉନାହିଁ, ତା’ହେଲେ ଉତ୍ତର-ପଶ୍ଚିମ, ଉତ୍ତର-ପୂର୍ବ କିମ୍ବା ଦକ୍ଷିଣ-ପୂର୍ବ ଦିଗରେ ମଧ୍ୟ ଏହାକୁ ରଖିପାରିବେ। କିନ୍ତୁ ଭୁଲ୍‌ରେ ବି ଏହାକୁ ଘରର ମୁଖ୍ୟଦ୍ୱାର ସମ୍ମୁଖରେ, କୌଣସି ଖମ୍ବ ପାଖରେ କିମ୍ବା ଅପରିଷ୍କାର ସ୍ଥାନରେ ରଖିବେ ନାହିଁ।

କ୍ରିସ୍‌ମସ୍‌ ଟ୍ରିକୁ ସଜାଇବା ପାଇଁ ସର୍ବଦା ନାଲି କିମ୍ବା ହଳଦିଆ ରଙ୍ଗ ଲାଇଟ୍ସର ବ୍ୟବହାର କରିବା ଶୁଭ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri