ମାର୍ଚ୍ଚ ନ ହେଉଣୁ ଦାରିଙ୍ଗବାଡ଼ିରେ ପାଣି-ଗଛପତ୍ର ସବୁ ଶୁଖିଲା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଯେଉଁ ଭଳି ଭାବରେ ଦିନକୁ ଦିନ ଖରାର ପ୍ରଭାବ ବୃଦ୍ଧି ପାଉଛି ସେହି ପରିମାଣଠାରୁ ଆହୁରି ଦ୍ରୁତଗତିରେ ଜଳସ୍ତର କମିବାରେ ଲାଗିଛି। ପିଇବା ପାଣିର ଅଭାବ ବୃଦ୍ଧି ପାଉଥିବା ଚିନ୍ତାଜନକ ପରିସ୍ଥିତି ହୋଇଥିବାବେଳେ ପର୍ଯ୍ୟଟକଙ୍କୁ ନିରାଶ କରୁଛି ପର୍ଯ୍ୟଟନକ୍ଷେତ୍ରରେ ରହିଥିବା ଏକାଧିକ ଜଳପ୍ରପାତ। ଉକ୍ତ ବ୍ଲକର କିରିକୁଟି ପଞ୍ଚାୟତରେ ଥିବା ଲଭର୍ସପଏଣ୍ଟ ଜଳପ୍ରପାତ ସମେତ ମିଡିୟୁବାନ୍ଦା ଜଳପ୍ରପାତ, ପାଟାବାନ୍ଧା ଜଳପ୍ରପାତ ରେନବୋ ଜଳପ୍ରପାତ, ଯୋଗୀ ମଠ ଆଦିରେ ଜଳସ୍ତର କମିବାରେ ଲାଗିଛି। ଉକ୍ତ ପ୍ରପାତଗୁଡିକର ଅବସ୍ଥା ଶୋଚନୀୟ ଦିଶୁଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକ ଜଳପ୍ରପାତର ବିପର୍ଯ୍ୟୟ ଅବସ୍ଥା ଦେଖି ନିରାଶ ହେଉଛନ୍ତି।
ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡ଼ିକୁ ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ଅଧିକ ସଂଖ୍ୟକ ପର୍ଯ୍ୟଟକ ଆସୁଥିବା ବେଳେ ଚଳିତବର୍ଷ ଫେବୃଆରୀଠାରୁ ହଠାତ୍‌ ଖରାର ପ୍ରକୋପ ବୃଦ୍ଧି ପାଇଛି ଯାହା ପର୍ଯ୍ୟଟକଙ୍କୁ ନିରାଶ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?